Zephaniah 1:6 — Compare Translations
5 translations compared side by side
Odia - 1840
"କେତକେ ଲୋକ ସଦାପ୍ରଭୁଙ୍କୁ ଅନୁସରଣ କରିବା ବନ୍ଦ କଲେ। ସମାନେେ ସଦାପ୍ରଭୁଙ୍କ ପ୍ରାର୍ଥନା କରିବା ବନ୍ଦ କରି ଦେଲେ। ତେଣୁ ସେ ଲୋକମାନଙ୍କୁ ସହେି ସ୍ଥାନରୁ ତଡି ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ ସଦାପ୍ରଭୁଙ୍କୁ ଅନୁସରଣ କରିବା ବନ୍ଦ କଲେ। ସେମାନେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବା ବନ୍ଦ କରିଦେଲେ। ତେଣୁ ସେ ଲୋକମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।