Zephaniah 1:7 — Compare Translations
5 translations compared side by side
Odia - 1840
"ତୁମ୍ଭେ ସଦାପ୍ରଭୁ ମାରେ ପ୍ରଭୁଙ୍କ ସମ୍ମୁଖ ରେ ନୀରବ ହୁଅ କାରଣ ଲୋକମାନଙ୍କୁ ଶାସ୍ତି ଦବୋପାଇଁ ସଦାପ୍ରଭୁଙ୍କ ବିଶଷଦେିନ ଶୀଘ୍ର ଆସୁଅଛି। ସଦାପ୍ରଭୁ ତାଙ୍କର ବଳିଦାନ ପ୍ରସ୍ତୁତ କରି ସାରିଛନ୍ତି ଏବଂ ତାଙ୍କର ନିମନ୍ତ୍ରିତ ଅତିଥିମାନଙ୍କୁ ଅଲଗା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସଦାପ୍ରଭୁ ମୋର ପ୍ରଭୁଙ୍କ ସମ୍ମୁଖରେ ନୀରବ ହୁଅ କାରଣ ଲୋକମାନଙ୍କୁ ଶାସ୍ତି ଦେବା ପାଇଁ ସଦାପ୍ରଭୁଙ୍କ ବିଶେଷଦିନ ଶୀଘ୍ର ଆସୁଅଛି। ସଦାପ୍ରଭୁ ତାଙ୍କର ବଳିଦାନ ପ୍ରସ୍ତୁତ କରି ସାରିଛନ୍ତି ଏବଂ ତାଙ୍କର ନିମନ୍ତ୍ରିତ ଅତିଥିମାନଙ୍କୁ ଅଲଗା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।