Zephaniah 1:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହିଲେ, ସଦାପ୍ରଭୁଙ୍କର ଉତ୍ସର୍ଗ ଦିନ ରେ, ଆମ୍ଭେ ରାଜାର ପୁତ୍ରମାନଙ୍କୁ ଓ ଅନ୍ୟ ନେତାମାନଙ୍କୁ ଦଣ୍ତ ଦବୋ। ବିଦେଶୀ ବସ୍ତ୍ର ପରିଧାନ କରିଥିବା ସମସ୍ତ ଲୋକଙ୍କୁ ଆମ୍ଭେ ଦଣ୍ତ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ଵିତ ସମସ୍ତଙ୍କୁ ଦଣ୍ତ ଦେବା।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ସଦାପ୍ରଭୁଙ୍କର ଉତ୍ସର୍ଗ ଦିନରେ, ଆମ୍ଭେ ରାଜାର ପୁତ୍ରମାନଙ୍କୁ ଓ ଅନ୍ୟ ନେତାମାନଙ୍କୁ ଦଣ୍ତ ଦେବା। ବିଦେଶୀ ବସ୍ତ୍ର ପରିଧାନ କରିଥିବା ସମସ୍ତ ଲୋକଙ୍କୁ ଆମ୍ଭେ ଦଣ୍ତ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ “ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା।