Zephaniah 1:9 — Compare Translations

5 translations compared side by side

Odia - 1840
"ସହେି ସମୟରେ ପ୍ରବେଶଦ୍ବାରକୁ ଡଇେଁ ୟାଇଥିବା ଲୋକମାନଙ୍କୁ ଆମ୍ଭେ ଦଣ୍ତ ଦବୋ। ଯେଉଁମାନେ ତାଙ୍କ ମିଥ୍ଯା ପ୍ରଭୁଙ୍କର ଗୃହକୁ ମିଥ୍ଯା ଓ ହିଂସା ରେ ପୂର୍ଣ୍ଣ କରିଛନ୍ତି ସମାନଙ୍କେୁ ମଧ୍ଯ ଦଣ୍ତ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ତ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ପ୍ରବେଶଦ୍ୱାରକୁ ଡେଇଁ ଯାଇଥିବା ଲୋକମାନଙ୍କୁ ଆମ୍ଭେ ଦଣ୍ତ ଦେବା। ଯେଉଁମାନେ ତାଙ୍କ ମିଥ୍ୟା ପ୍ରଭୁଙ୍କର ଗୃହକୁ ମିଥ୍ୟା ଓ ହିଂସାରେ ପୂର୍ଣ୍ଣ କରିଛନ୍ତି ସେମାନଙ୍କୁ ମଧ୍ୟ ଦଣ୍ତ ଦେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯା’ନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।