Zephaniah 2:1 — Compare Translations

5 translations compared side by side

Odia - 1840
"ହେ ନିଲର୍‌ଲଜ ଲୋକମାନେ, ତୁମ୍ଭମାନେେ ଏକତ୍ରୀତ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଲଜ୍ଜାହୀନ ଗୋଷ୍ଠୀ, ତୁମ୍ଭେମାନେ ଏକତ୍ର ହୁଅ, ହଁ, ଏକତ୍ର ହୁଅ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଲୋକମାନଙ୍କୁ ସେମାନଙ୍କର ଜୀବନ ବଦଳାଇବାକୁ କୁହନ୍ତି ହେ ନିର୍ଲ୍ଲଜ ଲୋକମାନେ, ତୁମ୍ଭେମାନେ ଏକତ୍ରିତ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଲଜ୍ଜାହୀନ ଗୋଷ୍ଠୀ, ତୁମ୍ଭେମାନେ ଏକତ୍ର ହୁଅ, ହଁ, ଏକତ୍ର ହୁଅ;
Odia IRV 2017 (ଓଡିଆ ବାଇବେଲ)
ହେ ଲଜ୍ଜାହୀନ ଗୋଷ୍ଠୀ, ତୁମ୍ଭେମାନେ ଏକତ୍ର ହୁଅ, ହଁ, ଏକତ୍ର ହୁଅ;