Zephaniah 2:10 — Compare Translations

5 translations compared side by side

Odia - 1840
"ମାୟୋବ ଓ ଅମ୍ମାନରେ ଲୋକମାନଙ୍କ ପାଇଁ ଏହିସବୁ ଘଟିବ କାରଣ ସମାନେେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ଲୋକମାନଙ୍କ ପ୍ରତି ଗର୍ବୀ ଓ ନିଷ୍ଠୁର ହାଇେଥିଲେ ଏବଂ ସମାନଙ୍କେୁ ଅପମାନିତ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବ ଓ ଅମ୍ମୋନର ଲୋକମାନଙ୍କ ପାଇଁ ଏହିସବୁ ଘଟିବ କାରଣ ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ଲୋକମାନଙ୍କ ପ୍ରତି ଗର୍ବୀ ଓ ନିଷ୍ଠୁର ହୋଇଥିଲେ ଏବଂ ସେମାନଙ୍କୁ ଅପମାନିତ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍‍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି।