Zephaniah 2:11 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ସଦାପ୍ରଭୁଙ୍କୁ ଭୟ କରିବେ, କାରଣ ସଦାପ୍ରଭୁ ଧ୍ବଂସ କରିବେ। ତା'ପ ରେ ସବୁ ଦେଶ ରେ ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ଵୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ସଦାପ୍ରଭୁଙ୍କୁ ଭୟ କରିବେ, କାରଣ ସଦାପ୍ରଭୁ ଧ୍ୱଂସ କରିବେ। ତା’ପରେ ସବୁ ଦେଶରେ ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଆପଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଆପଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।