Zephaniah 2:12 — Compare Translations
5 translations compared side by side
Odia - 1840
"ଏପରିକି ଇଥିଓପିଆର ଲୋକମାନଙ୍କୁ ମଧ୍ଯ ସଦାପ୍ରଭୁଙ୍କର ଖଡ୍ଗ ବିନାଶ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ଼୍ଗ ଦ୍ଵାରା ହତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ଇଥିଓପିଆର ଲୋକମାନଙ୍କୁ ମଧ୍ୟ ସଦାପ୍ରଭୁଙ୍କର ଖଡ଼୍ଗ ବିନାଶ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ୍ଗ ଦ୍ୱାରା ହତ ହେବ।
Odia IRV 2017 (ଓଡିଆ ବାଇବେଲ)
ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ୍ଗ ଦ୍ୱାରା ହତ ହେବ।