Zephaniah 2:13 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଉତ୍ତରକୁ ଯିବେ ଏବଂ ଅଶୂରକୁ ଦଣ୍ତ ଦବେେ। ନୀନିବୀ ଗୋଟିଏ ଶୂନ୍ଯ ଶୁଷ୍କ ମରୁଭୂମିରେ ପରିଣତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଉତ୍ତର ଦିଗର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବେ ଓ ଅଶୂରକୁ ବିନଷ୍ଟ କରିବେ; ଆଉ, ସେ ନୀନିବୀକି ଧ୍ଵଂସସ୍ଥାନ ଓ ପ୍ରାନ୍ତର ପରି ଶୁଷ୍କ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଉତ୍ତରକୁ ଯିବେ ଏବଂ ଅଶୂରକୁ ଦଣ୍ତ ଦେବେ। ନୀନିବୀ ଗୋଟିଏ ଶୂନ୍ୟ ଶୁଷ୍କ ମରୁଭୂମିରେ ପରିଣତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଉତ୍ତର ଦିଗର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବେ ଓ ଅଶୂର ଦେଶକୁ ବିନଷ୍ଟ କରିବେ। ଆଉ, ସେ ନୀନିବୀ ସହରକୁ ଧ୍ୱଂସସ୍ଥାନ ଓ ପ୍ରାନ୍ତର ପରି ଶୁଷ୍କ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଉତ୍ତର ଦିଗର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବେ ଓ ଅଶୂର ଦେଶକୁ ବିନଷ୍ଟ କରିବେ। ଆଉ, ସେ ନୀନିବୀ ସହରକୁ ଧ୍ୱଂସସ୍ଥାନ ଓ ପ୍ରାନ୍ତର ପରି ଶୁଷ୍କ କରିବେ।