Zephaniah 2:14 — Compare Translations
5 translations compared side by side
Odia - 1840
"ତା'ପ ରେ କବଳେ ମଷେମାନେ ଓ ହିଂସ୍ର ପଶୁ ସହେି ଧ୍ବଂସ ନଗରୀ ରେ ବାସ କରିବେ। ପଚୋ ଓ କାଉମାନେ ପରିତ୍ଯକ୍ତ ସ୍ତମ୍ଭମାନଙ୍କ ରେ ବସିବେ। ସମାନଙ୍କେର ରାବ ଝରକା ବାଟେ ଶୁଣାୟିବ। କାଉଗୁଡିକ ଦ୍ବାର ପାହାଚ ଉପ ରେ ବସିବେ। ପ୍ରବେଶପଥ ଧ୍ବଂସ ଏବଂ ନିର୍ଜ୍ଜନ ହବେ। ଏରସ କଡିକାଠ ଖାଲିେ ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ କେବଳ ମେଷମାନେ ଓ ହିଂସ୍ର ପଶୁ ସେହି ଧ୍ୱଂସ ନଗରୀରେ ବାସ କରିବେ। ପେଗ୍ଭ ଓ କାଉମାନେ ପରିତ୍ୟକ୍ତ ସ୍ତମ୍ଭମାନଙ୍କରେ ବସିବେ। ସେମାନଙ୍କର ରାବ ଝରକା ବାଟେ ଶୁଣାଯିବ। କାଉଗୁଡ଼ିକ ଦ୍ୱାର ପାହାଚ ଉପରେ ବସିବେ। ପ୍ରବେଶ ପଥ ଧ୍ୱଂସ ଏବଂ ନିର୍ଜ୍ଜନ ହେବ। ଏରସ କଡ଼ିକାଠ ଖୋଲି ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)