Zephaniah 2:15 — Compare Translations
5 translations compared side by side
Odia - 1840
"ନୀନିବୀ ବର୍ତ୍ତମାନ ଗର୍ବିତ ଅଟେ। ଲୋକମାନେ ନିଜକୁ ଅତି ନିରାପଦ ମନେ କରନ୍ତି। ସମାନେେ ଭାବନ୍ତି ନୀନିବୀ ପୃଥିବୀ ରେ ସବୁଠାରୁ ମହାନ୍ ସ୍ଥାନ। କିନ୍ତୁ ସହେି ନଗରୀ ମଧ୍ଯ ଧ୍ବଂସ ହବେ। ଏହା ଏକ ଶୂନ୍ଯସ୍ଥାନ ହବେ ଯେଉଁଠା ରେ କବଳେ ବନ୍ଯପ୍ରାଣୀମାନେ ବିଶ୍ରାମ କରିବେ। ସହେି ବାଟ ଦଇେ ଯାଉଥିବା ଲୋକମାନେ ଶୁଶୁରି ବଜାଇବେ, ମୁଣ୍ତ ହଲାଇବେ ଯେତବେେଳେ ସମାନେେ ସହେି ନଗରୀଟିକୁ ଅତି ଶୋଚନୀଯ ଭାବରେ ଧ୍ବଂସ ହବୋର ଦେଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ନଗରୀ ନିଶ୍ଚି; ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋʼ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ଵଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍ ଶଦ୍ଦ କରି ଆପଣା ହାତ ହଲାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ନୀନିବୀ ବର୍ତ୍ତମାନ ଗର୍ବିତ ଅଟେ। ଲୋକମାନେ ନିଜକୁ ଅତି ନିରାପଦ ମନେ କରନ୍ତି। ସେମାନେ ଭାବନ୍ତି ନୀନିବୀ ପୃଥିବୀରେ ସବୁଠାରୁ ମହାନ ସ୍ଥାନ। କିନ୍ତୁ ସେହି ନଗରୀ ମଧ୍ୟ ଧ୍ୱଂସ ହେବ। ଏହା ଏକ ଶୂନ୍ୟସ୍ଥାନ ହେବ ଯେଉଁଠାରେ କେବଳ ବନ୍ୟପ୍ରାଣୀମାନେ ବିଶ୍ରାମ କରିବେ। ସେହି ବାଟ ଦେଇ ଯାଉଥିବା ଲୋକମାନେ ଶୁଶୁରି ବଜାଇବେ, ମୁଣ୍ତ ହଲାଇବେ ଯେତେବେଳେ ସେମାନେ ସେହି ନଗରୀଟିକୁ ଅତି ଶୋଚନୀୟ ଭାବରେ ଧ୍ୱଂସ ହେବାର ଦେଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋʼ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍ ଶବ୍ଦ କରି ଆପଣା ହାତ ହଲାଇବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋ’ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍ ଶବ୍ଦ କରି ଆପଣା ହାତ ହଲାଇବ।