Zephaniah 2:3 — Compare Translations

5 translations compared side by side

Odia - 1840
"ସବୁ ବିନଯୀ ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ଆସ! ତାଙ୍କ ବ୍ଯବସ୍ଥାକୁ ମାନ। ଧର୍ମର ଅନ୍ବଷେଣ କର, ନମ୍ରତାର ଅନ୍ବଷେଣ କର, ହୁଏତ ସଦାପ୍ରଭୁ ତାଙ୍କର କୋରଧ ଦଖାଇେଲା ବେଳେ ତୁମ୍ଭମାନେେ ନିରାପଦ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ସବୁ ନମ୍ର ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ଆସ! ତାଙ୍କ ବ୍ୟବସ୍ଥାକୁ ମାନ। ଧର୍ମର ଅନ୍ୱେଷଣ କର, ନମ୍ରତାର ଅନ୍ୱେଷଣ କର, ହୁଏତ ସଦାପ୍ରଭୁ ତାଙ୍କର କ୍ରୋଧ ଦେଖାଇବା ବେଳେ ତୁମ୍ଭେମାନେ ନିରାପଦ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ।
Odia IRV 2017 (ଓଡିଆ ବାଇବେଲ)