Zephaniah 2:4 — Compare Translations

5 translations compared side by side

Odia - 1840
"ଘସା ରେ କାହାରିକୁ ଛଡାୟିବ ନାହିଁ। ଅସ୍କିଲୋନ ଧ୍ବଂସ ହବେ, ମଧ୍ଯାହ୍ନ ସୁଦ୍ଧା ଲୋକମାଙ୍କୁ ଅସଦୋଦ୍ ଛାଡିବାକୁ ବାଧ୍ଯ କରାୟିବ। ଇକ୍ରୋଣ ଶୂନ୍ଯ ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଘସା ପରିତ୍ୟକ୍ତ ଓ ଅସ୍କିଲୋନ ଧ୍ଵଂସସ୍ଥାନ ହେବ! ଅସଦୋଦ୍ ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ମୂଳୋତ୍ପାଟିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ପଡ଼ୋଶୀଙ୍କୁ ଦଣ୍ତ ଦେବେ ଘସାରେ କାହାରିକୁ ଛଡ଼ାଯିବ ନାହିଁ। ଅସ୍କିଲୋନ ଧ୍ୱଂସ ହେବ, ମଧ୍ୟାହ୍ନ ସୁଦ୍ଧା ଲୋକମାନଙ୍କୁ ଅସଦୋଦ୍ ଛାଡ଼ିବାକୁ ବାଧ୍ୟ କରାଯିବ। ଇକ୍ରୋଣ ଶୂନ୍ୟ ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଘସା ସହର ପରିତ୍ୟକ୍ତ ଓ ଅସ୍କିଲୋନ ସହର ଧ୍ୱଂସସ୍ଥାନ ହେବ! ଅସ୍ଦୋଦ ସହର ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ସହର ମୂଳ ଉତ୍ପାଟିତ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଘସା ସହର ପରିତ୍ୟକ୍ତ ଓ ଅସ୍କିଲୋନ ସହର ଧ୍ୱଂସସ୍ଥାନ ହେବ! ଅସ୍‍ଦୋଦ ସହର ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ସହର ମୂଳ ଉତ୍ପାଟିତ ହେବ।