Zephaniah 2:5 — Compare Translations

5 translations compared side by side

Odia - 1840
"ତୁମ୍ଭେ କରେଥୀଯର ଲୋକମାନେ, ତୁମ୍ଭମାନେେ ସମୁଦ୍ର ନିକଟରେ ରହୁଛ, ସଦାପ୍ରଭୁଙ୍କଠାରୁ ତୁମ୍ଭମାନଙ୍କ ବିଷଯ ରେ ଏହି ବାର୍ତ୍ତା ଅଟେ। ହେ କିଣାନ, ହେ ପଲେଷ୍ଟୀୟ, ତୁମ୍ଭମାନେେ ସମସ୍ତେ ଧ୍ବଂସ ହବେ। ତୁମ୍ଭମାନଙ୍କ ମଧ୍ଯରୁ କହେି ବଞ୍ଚିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦ୍ରକୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର । ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କରେଥୀୟର ଲୋକମାନେ, ତୁମ୍ଭେମାନେ ସମୁଦ୍ର ନିକଟରେ ରହୁଛ, ସଦାପ୍ରଭୁଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ଏହି ବାର୍ତ୍ତା ଅଟେ। ହେ କିଣାନ, ହେ ପଲେଷ୍ଟୀୟ, ତୁମ୍ଭେମାନେ ସମସ୍ତେ ଧ୍ୱଂସ ହେବ। ତୁମ୍ଭମାନଙ୍କ ମଧ୍ୟରୁ କେହି ବଞ୍ଚିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦ୍ର କୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର। ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)