Zephaniah 2:6 — Compare Translations

5 translations compared side by side

Odia - 1840
"ସମୁଦ୍ର ନିକଟରେ ଥିବା ଭୂମି ମଷେପାଳକ ଓ ସମାନଙ୍କେର ମଷେମାନଙ୍କ ପାଇଁ ଶୂନ୍ଯ ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସମୁଦ୍ରକୂଳ ଚରା ସ୍ଥାନ, ମେଷ-ପାଳକ-ମାନଙ୍କର କୁଟୀର ଓ ମେଷପଲର ଖୁଆଡ଼ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସମୁଦ୍ର ନିକଟରେ ଥିବା ଭୂମି ମେଷପାଳକ ଓ ସେମାନଙ୍କର ମେଷମାନଙ୍କ ପାଇଁ ଶୂନ୍ୟ ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମୁଦ୍ର କୂଳ ଚରାସ୍ଥାନ, ମେଷପାଳକମାନଙ୍କର କୁଟୀର ଓ ମେଷପଲର ଖୁଆଡ଼ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମୁଦ୍ର କୂଳ ଚରା ସ୍ଥାନ, ମେଷପାଳକମାନଙ୍କର କୁଟୀର ଓ ମେଷପଲର ଖୁଆଡ଼ ହେବ।