Zephaniah 2:7 — Compare Translations

5 translations compared side by side

Odia - 1840
"ତା'ପ ରେ ସହେି ରାଜ୍ଯ ଯିହୁଦାର ରକ୍ଷାକର୍ତ୍ତାଙ୍କ ଅଧିକାରକୁ ଆସିବ। ସଦାପ୍ରଭୁ ଯିହୁଦାର ସହେି ଲୋକମାନଙ୍କୁ ସ୍ମରଣ କରିବେ। ସହେି ଲୋକମାନେ ବିଦେଶ ରେ ବନ୍ଦୀ। କିନ୍ତୁ ସଦାପ୍ରଭୁ ସମାନଙ୍କେୁ ଫରୋଇ ଆଣିବେ। ତା'ପ ରେ ଯିହୁଦାର ଲୋକମାନେ ସମାନଙ୍କେର ମଷଗେୁଡିକୁ ସହେି ପଡିଆ ରେ ଚରିବାକୁ ଦବେେ। ସନ୍ଧ୍ଯା ବେଳେ ଅସ୍କିଲୋନର ଶୂନ୍ଯ ଗୃହ ରେ ସମାନେେ ପଡି ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହି ସମୁଦ୍ରକୂଳ ଯିହୁଦା-ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ସେମାନଙ୍କର ତତ୍ତ୍ଵାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ରାଜ୍ୟ ଯିହୁଦାର ରକ୍ଷାକର୍ତ୍ତାଙ୍କ ଅଧିକାରକୁ ଆସିବ। ସଦାପ୍ରଭୁ ଯିହୁଦାର ସେହି ଲୋକମାନଙ୍କୁ ସ୍ମରଣ କରିବେ। ସେହି ଲୋକମାନେ ବିଦେଶରେ ବନ୍ଦୀ। କିନ୍ତୁ ସଦାପ୍ରଭୁ ସେମାନଙ୍କୁ ଫେରାଇ ଆଣିବେ। ତା’ପରେ ଯିହୁଦାର ଲୋକମାନେ ସେମାନଙ୍କର ମେଷଗୁଡ଼ିକୁ ସେହି ପଡ଼ିଆରେ ଚରିବାକୁ ଦେବେ। ସନ୍ଧ୍ୟାବେଳେ ଅସ୍କିଲୋନର ଶୂନ୍ୟ ଗୃହରେ ସେମାନେ ପଡ଼ି ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ସମୁଦ୍ର କୂଳ ଯିହୁଦା ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେହି ସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କର ତତ୍ତ୍ୱାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବେ।
Odia IRV 2017 (ଓଡିଆ ବାଇବେଲ)