Zephaniah 2:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କୁହନ୍ତି, ଆମ୍ଭେ ଶୁଣିଛୁ ମାଯାେବ ଓ ଅମ୍ମାନରେ ଲୋକମାନେ କ'ଣ କହିଲେ। ସହେି ଲୋକମାନେ ଆମ୍ଭ ଲୋକମାନଙ୍କୁ ଅପମାନିତ କଲେ। ସମାନେେ ନିଜର ରାଜ୍ଯକୁ ବଢାଇବା ପାଇଁ ସମାନଙ୍କେର ଜମି ସବୁ ଅକ୍ତିଆର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋୟାବର ଧିକ୍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, “ଆମ୍ଭେ ଶୁଣିଛୁ ମୋୟାବ ଓ ଅମ୍ମୋନର ଲୋକମାନେ କ’ଣ କହିଲେ। ସେହି ଲୋକମାନେ ଆମ୍ଭ ଲୋକମାନଙ୍କୁ ଅପମାନିତ କଲେ। ସେମାନେ ନିଜର ରାଜ୍ୟକୁ ବଢ଼ାଇବା ପାଇଁ ସେମାନଙ୍କର ଜମି ସବୁ ଅକ୍ତିଆର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୋୟାବର ଧିକ୍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ମୋୟାବର ଧିକ୍‍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍‍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।