Zephaniah 3:1 — Compare Translations

5 translations compared side by side

Odia - 1840
"ହେ ୟିରୁଶାଲମ, ତୁମ୍ଭ ଲୋକମାନେ ପରମେଶ୍ବରଙ୍କ ବିରୁଦ୍ଧ ରେ ସଂଗ୍ରାମ କଲେ। ସମାନେେ ଅନ୍ୟମାନଙ୍କୁ ଆଘାତ କଲେ ଏବଂ ସମାନେେ ପାପ ରେ କଳୁଷିତ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମର ଭବିଷ୍ୟତ ହେ ଯିରୁଶାଲମ, ତୁମ୍ଭ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ସଂଗ୍ରାମ କଲେ। ସେମାନେ ଅନ୍ୟମାନଙ୍କୁ ଆଘାତ କଲେ ଏବଂ ସେମାନେ ପାପରେ କଳୁଷିତ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ।
Odia IRV 2017 (ଓଡିଆ ବାଇବେଲ)
ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ।