Zephaniah 3:10 — Compare Translations

5 translations compared side by side

Odia - 1840
"ଇଥିଓପିଆରୁ ନଦୀ ପାର ହାଇେ ସମସ୍ତ ଲୋକେ ଆମ୍ଭକୁ ଉପାସନା କରିବାକୁ ଆସିବେ। ଆମ୍ଭର ଛିନ୍ନବିଛିନ୍ନ ଲୋକମାନେ ଆମ୍ଭ ନିକଟକୁ ଆସିବେ। ସମାନେେ ଉପହାର ନଇେ ଆମ୍ଭ ନିକଟକୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଥିଓପିଆରୁ ନଦୀ ପାର ହୋଇ ସମସ୍ତ ଲୋକେ ଆମ୍ଭକୁ ଉପାସନା କରିବାକୁ ଆସିବେ। ଆମ୍ଭର ଛିନ୍ନବିଛିନ୍ନ ଲୋକମାନେ ଆମ୍ଭ ନିକଟକୁ ଆସିବେ। ସେମାନେ ଉପହାର ନେଇ ଆମ୍ଭ ନିକଟକୁ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ।