Zephaniah 3:11 — Compare Translations
5 translations compared side by side
Odia - 1840
"ତା'ପ ରେ ହେ ୟିରୁଶାଲମ, ତୁମ୍ଭର ଲୋକମାନେ ଆମ୍ଭ ବିରୁଦ୍ଧ ରେ କରିଥିବା ଅପରାଧ ଲାଗି ଆଉ ଲଜ୍ଜିତ ହବେେ ନାହିଁ। ଏହି କାରଣ ବଶତଃ ଆମ୍ଭେ ସମସ୍ତ ଅନ୍ୟଥା ଲୋକଙ୍କୁ ୟିରୁଶାଲମରୁ ତଡି ଦଇେଛୁ। ଆମ୍ଭର ପବିତ୍ର ପର୍ବତ ରେ ଆଉ କୌଣସି ଦାମ୍ଭିକ ଲୋକ କବେେ ହେଲେ ରହିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣାର ଯେସବୁ କ୍ରିୟାରେ ଆମ୍ଭର ଆଜ୍ଞା ଲଙ୍ଘନ କରିଅଛ, ତହିଁ ସକାଶୁ ସେଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ହେ ଯିରୁଶାଲମ, ତୁମ୍ଭର ଲୋକମାନେ ଆମ୍ଭ ବିରୁଦ୍ଧରେ କରିଥିବା ଅପରାଧ ଲାଗି ଆଉ ଲଜ୍ଜିତ ହେବେ ନାହିଁ। ଏହି କାରଣ ବଶତଃ ଆମ୍ଭେ ସମସ୍ତ ଅନ୍ୟଥା ଲୋକଙ୍କୁ ଯିରୁଶାଲମରୁ ତଡ଼ି ଦେଇଛୁ। ଆମ୍ଭର ପବିତ୍ର ପର୍ବତରେ ଆଉ କୌଣସି ଦାମ୍ଭିକ ଲୋକ କେବେହେଲେ ରହିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣାର ଯେଉଁସବୁ କ୍ରିୟାରେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣାର ଯେଉଁ ସବୁ କ୍ରିୟାରେ ଆମ୍ଭର ଆଜ୍ଞା-ଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।