Zephaniah 3:12 — Compare Translations
5 translations compared side by side
Odia - 1840
"ଆମ୍ଭେ କବଳେ ନମ୍ର ଓ ଦରିଦ୍ର ଲୋକମାନଙ୍କୁ ୟିରୁଶାଲମ ରେ ରହିବାକୁ ଦବୋ। ସମାନେେ ସଦାପ୍ରଭୁଙ୍କଠା ରେ ଆଶ୍ରଯ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକି ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ କେବଳ ନମ୍ର ଓ ଦରିଦ୍ର ଲୋକମାନଙ୍କୁ ଯିରୁଶାଲମରେ ରହିବାକୁ ଦେବା। ସେମାନେ ସଦାପ୍ରଭୁଙ୍କଠାରେ ଆଶ୍ରୟ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।