Zephaniah 3:13 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ବଞ୍ଚି ରହିଥିବା ଲୋକମାନେ ଖରାପ କାର୍ୟ୍ଯ କରିବେ ନାହିଁ। ସମାନେେ ମିଥ୍ଯା କହିବେ ନାହିଁ। ସମାନଙ୍କେ ମଧିଅରେ କୌଣସି ମିଥ୍ଯାବାଦୀ ରହିବେ ନାହିଁ। ସମାନେେ ମେଣ୍ତାମାନଙ୍କ ପରି ଖାଇବେ ପିଇବେ ଓ ଶାନ୍ତି ରେ ଶାଇେବେ। କହେି ସମାନଙ୍କେୁ ବ୍ଯସ୍ତ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ⇧; ଅଥବା ପ୍ରତାରକ ଜିହ୍ଵା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲରେ ବଞ୍ଚି ରହିଥିବା ଲୋକମାନେ ଖରାପ କାର୍ଯ୍ୟ କରିବେ ନାହିଁ। ସେମାନେ ମିଥ୍ୟା କହିବେ ନାହିଁ। ସେମାନଙ୍କ ମଧ୍ୟରେ କୌଣସି ମିଥ୍ୟାବାଦୀ ରହିବେ ନାହିଁ। ସେମାନେ ମେଣ୍ଢାମାନଙ୍କ ପରି ଖାଇବେ ପିଇବେ ଓ ଶାନ୍ତିରେ ଶୋଇବେ। କେହି ସେମାନଙ୍କୁ ବ୍ୟସ୍ତ କରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।