Zephaniah 3:14 — Compare Translations

5 translations compared side by side

Odia - 1840
"ହେ ୟିରୁଶାଲମ, ଗୀତ ଗାଅ ଓ ସୁଖୀ ହୁଅ। ଇଶ୍ରାୟେଲ ମଧ୍ଯ ଆନନ୍ଦ କରିବ। ୟିରୁଶାଲମ ମଧ୍ଯ ସୁଖୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ଵନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ସୁଖ ସଙ୍ଗୀତ ହେ ଯିରୁଶାଲମ, ଗୀତ ଗାଅ ଓ ସୁଖୀ ହୁଅ। ଇସ୍ରାଏଲ ମଧ୍ୟ ଆନନ୍ଦ କରିବ। ଯିରୁଶାଲମ ମଧ୍ୟ ସୁଖୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର।
Odia IRV 2017 (ଓଡିଆ ବାଇବେଲ)
ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର।