Zephaniah 3:15 — Compare Translations

5 translations compared side by side

Odia - 1840
"କାହିଁକି? କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ତ ଦେଲେ ନାହିଁ। ସେ ତୁମ୍ଭର ଶତୃମାନଙ୍କୁ ବିନାଶ କଲେ। ଇଶ୍ରାୟେଲର ରାଜା, ସ୍ବଯଂ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭେ ମନ୍ଦ ବିଷଯ ପାଇଁ ଆଉ ଭୟଭୀତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭର ଦଣ୍ତସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ତ ଦେଲେ ନାହିଁ। ସେ ତୁମ୍ଭର ଶତ୍ରୁମାନଙ୍କୁ ବିନାଶ କଲେ। ଇସ୍ରାଏଲର ରାଜା, ସ୍ୱୟଂ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭେ ମନ୍ଦ ବିଷୟ ପାଇଁ ଆଉ ଭୟଭୀତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ।