Zephaniah 3:16 — Compare Translations
5 translations compared side by side
Odia - 1840
"ସେତବେେଳେ ୟିରୁଶାଲମକୁ କୁହାୟିବ, ଭୟ କରନାହିଁ, ତୁମ୍ଭର ହସ୍ତ ଦୁର୍ବଳ ହବେନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନ ଯିରୂଶାଲମକୁ କୁହାଯିବ, ତୁମ୍ଭେ ଭୟ କର ନାହିଁ; ହେ ସିୟୋନ, ତୁମ୍ଭର ହସ୍ତ ଶିଥିଳ ନ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଯିରୁଶାଲମକୁ କୁହାଯିବ, “ଭୟ କର ନାହିଁ, ତୁମ୍ଭର ହସ୍ତ ଦୁର୍ବଳ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଯିରୂଶାଲମକୁ କୁହାଯିବ, ତୁମ୍ଭେ ଭୟ କର ନାହିଁ; “ହେ ସିୟୋନ, ତୁମ୍ଭର ହସ୍ତ ଶିଥିଳ ନ ହେଉ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ଯିରୂଶାଲମକୁ କୁହାଯିବ, ତୁମ୍ଭେ ଭୟ କର ନାହିଁ; ହେ ସିୟୋନ, ତୁମ୍ଭର ହସ୍ତ ଶିଥିଳ ନ ହେଉ।