Zephaniah 3:17 — Compare Translations

5 translations compared side by side

Odia - 1840
"ଜଣେ ଶକ୍ତିଶାଳୀ ସୈନିକ ସଦୃଶ ତୁମ୍ଭର ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭକୁ କେତେ ଭଲ ପାଆନ୍ତି ଦଖାଇବେେ। ଆଉ ମଧ୍ଯ ସେ ଦଖାଇେ ଦବେେ, ସେ ତୁମ୍ଭମାନଙ୍କ ସହିତ ରହି କେତେ ସୁଖୀ। ସେ ତୁମ୍ଭମାନଙ୍କ ସହିତ ରହି ହସିବେ ଓ ଆନନ୍ଦିତ ହବେେ, ଭୋଜି ରେ ଆନନ୍ଦ କଲାପରି ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଶକ୍ତିଶାଳୀ ସୈନିକ ସଦୃଶ ତୁମ୍ଭର ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭକୁ କେତେ ଭଲ ପାଆନ୍ତି ଦେଖାଇବେ। ଆଉ ମଧ୍ୟ ସେ ଦେଖାଇ ଦେବେ, ସେ ତୁମ୍ଭମାନଙ୍କ ସହିତ ରହି କେତେ ସୁଖୀ। ସେ ତୁମ୍ଭମାନଙ୍କ ସହିତ ରହି ହସିବେ ଓ ଆନନ୍ଦିତ ହେବେ, ଭୋଜିରେ ଆନନ୍ଦ କଲାପରି ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।