Zephaniah 3:18 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହିଲେ, ମୁଁ ତୁମ୍ଭମାନଙ୍କର ଲଜ୍ଜା ଅପମାନ ନଇୟିବେ। ସହେି ଲୋକମାନେ ତୁମ୍ଭକୁ ଆଘାତ କରିବା ବନ୍ଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ମୁଁ ତୁମ୍ଭମାନଙ୍କର ଲଜ୍ଜା ଅପମାନ ନେଇଯିବି। ସେହି ଲୋକମାନେ ତୁମ୍ଭକୁ ଆଘାତ କରିବା ବନ୍ଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା।