Zephaniah 3:2 — Compare Translations

5 translations compared side by side

Odia - 1840
"ତୁମ୍ଭର ଲୋକମାନେ ଆମ୍ଭକୁ ମାନିଲେ ନାହିଁ। ସମାନେେ ଆମ୍ଭ ଶିକ୍ଷା ଗ୍ରହଣ କଲେ ନାହିଁ। ୟିରୁଶାଲମ ସଦାପ୍ରଭୁଙ୍କଠା ରେ ବିଶ୍ବାସ ରଖିଲା ନାହିଁ। ସମାନେେ ତାଙ୍କ ପରମେଶ୍ବରଙ୍କ ସନ୍ନିକଟକୁ ଗଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ଵରଙ୍କ ନିକଟକୁ ଆସିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଲୋକମାନେ ଆମ୍ଭକୁ ମାନିଲେ ନାହିଁ। ସେମାନେ ଆମ୍ଭ ଶିକ୍ଷା ଗ୍ରହଣ କଲେ ନାହିଁ। ଯିରୁଶାଲମ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖିଲା ନାହିଁ। ସେମାନେ ତାଙ୍କ ପରମେଶ୍ୱରଙ୍କ ସନ୍ନିକଟକୁ ଗଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ।