Zephaniah 3:4 — Compare Translations

5 translations compared side by side

Odia - 1840
"ସମାନଙ୍କେର ଭବିଷ୍ଯଦ୍-ବକ୍ତାମାନେ ନଗଣ୍ଯ ଓ ସମାନେେ ବିଶ୍ବାସଘାତକ ଅଟନ୍ତି। ସମାନଙ୍କେର ଯାଜକମାନେ ପବିତ୍ର ବସ୍ତୁକୁ ଅପବିତ୍ର କରନ୍ତି। ସମାନେେ ପରମେଶ୍ବରଙ୍କ ଶିକ୍ଷା ବିରୁଦ୍ଧ ରେ କାର୍ୟ୍ଯ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଓ ବିଶ୍ଵାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଭବିଷ୍ୟ‌ଦ୍‌ବକ୍ତାମାନେ ନଗଣ୍ୟ ଓ ସେମାନେ ବିଶ୍ୱାସଘାତକ ଅଟନ୍ତି। ସେମାନଙ୍କର ଯାଜକମାନେ ପବିତ୍ର ବସ୍ତୁକୁ ଅପବିତ୍ର କରନ୍ତି। ସେମାନେ ପରମେଶ୍ୱରଙ୍କ ଶିକ୍ଷା ବିରୁଦ୍ଧରେ କାର୍ଯ୍ୟ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।