Zephaniah 3:5 — Compare Translations
5 translations compared side by side
Odia - 1840
"ତଥାପି ପରମେଶ୍ବର ସହେି ନଗର ପ୍ରତି ଧାର୍ମିକ ଅଟନ୍ତି। ସେ କୌଣସି ଭୂଲ୍ କରନ୍ତି ନାହିଁ। ସକାଳ ପ ରେ ସକାଳ, ସେ ତାଙ୍କ ନ୍ଯାଯ ବିଗ୍ଭର କରନ୍ତି। ପ୍ରାତଃକାଳ ରେ ସେ ତାହା ନିଶ୍ଚଯ କରନ୍ତି। କିନ୍ତୁ ସହେି ମନ୍ଦ ପ୍ରକୃତିର ଲୋକମାନେ ନିଜର କରିଥିବା ମନ୍ଦ କାର୍ୟ୍ଯ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ପରମେଶ୍ୱର ସେହି ନଗର ପ୍ରତି ଧାର୍ମିକ ଅଟନ୍ତି। ସେ କୌଣସି ଭୁଲ୍ କରନ୍ତି ନାହିଁ। ସକାଳ ପରେ ସକାଳ, ସେ ତାଙ୍କ ନ୍ୟାୟ ବିଗ୍ଭର କରନ୍ତି। ପ୍ରାତଃକାଳରେ ସେ ତାହା ନିଶ୍ଚୟ କରନ୍ତି। କିନ୍ତୁ ସେହି ମନ୍ଦ ପ୍ରକୃତିର ଲୋକମାନେ ନିଜର କରିଥିବା ମନ୍ଦକାର୍ଯ୍ୟ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।