Zephaniah 3:7 — Compare Translations
5 translations compared side by side
Odia - 1840
"ଆମ୍ଭେ କହିଲୁ, ତୁମ୍ଭେ ନିଶ୍ଚଯ ଆମ୍ଭକୁ ଭୟ କରିବ ଏବଂ ଆମ୍ଭ ନିଯମ ଶିଖିବ। ତୁମ୍ଭେ ଯଦି ଏହା କରିବ, ତବେେ ତୁମ୍ଭର ଘର କବେେ ବିନଷ୍ଟ ହବେନାହିଁ। ତୁମ୍ଭେ ଯଦି ଏହା କରିବ, ତବେେ ଆମ୍ଭର ଯୋଜନା ଅନୁସାରେ ଆମ୍ଭେ ତୁମ୍ଭକୁ ଦଣ୍ତ ଦବୋ ନାହିଁ। କିନ୍ତୁ ସହେି ମନ୍ଦ ଲୋକମାନେ ଶୀଘ୍ର ଉଠି ତାଙ୍କର ଦୁଷ୍ଟକର୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ କହିଲୁ, ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ-ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ କହିଲୁ, ତୁମ୍ଭେ ନିଶ୍ଚୟ ଆମ୍ଭକୁ ଭୟ କରିବ ଏବଂ ଆମ୍ଭ ନିୟମ ଶିଖିବ। ତୁମ୍ଭେ ଯଦି ଏହା କରିବ, ତେବେ ତୁମ୍ଭର ଘର କେବେ ବିନଷ୍ଟ ହେବ ନାହିଁ। ତୁମ୍ଭେ ଯଦି ଏହା କରିବ, ତେବେ ଆମ୍ଭର ଯୋଜନା ଅନୁସାରେ ଆମ୍ଭେ ତୁମ୍ଭକୁ ଦଣ୍ତ ଦେବା ନାହିଁ।” କିନ୍ତୁ ସେହି ମନ୍ଦ ଲୋକମାନେ ଶୀଘ୍ର ଉଠି ତାଙ୍କର ଦୁଷ୍ଟକର୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ କହିଲୁ, “ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ କହିଲୁ, ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ-ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ।