Zephaniah 3:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହିଲେ, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ୟ୍ଯନ୍ତ ତୁମ୍ଭମାନେ ଆମ୍ଭର ଅପେକ୍ଷା ରେ ଥାଅ, ଆମ୍ଭେ ଜାତି ସମୂହ ଓ ରାଜ୍ଯଗଣକୁ ଏକତ୍ରୀତ କରିବା। ଆମ୍ଭେ ଆପଣା ହବୋ କୋର୍ଧ ସମାନଙ୍କେ ଉପ ରେ ଢାଳି ଦବୋ। ଆମ୍ଭେ ଆପଣା ପ୍ରଚଣ୍ତ କୋରଧ ଦଖାଇବୋ। ଆମ୍ଭର କୋରଧ ରେ ସମଗ୍ର ପୃଥିବୀ ଧ୍ବଂସ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ତ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ଵାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭର ଅପେକ୍ଷାରେ ଥାଅ, ଆମ୍ଭେ ଜାତି ସମୂହ ଓ ରାଜ୍ୟଗଣକୁ ଏକତ୍ରିତ କରିବା। ଆମ୍ଭେ ଆପଣା କ୍ରୋଧ ସେମାନଙ୍କ ଉପରେ ଢାଳି ଦେବା। ଆମ୍ଭେ ଆପଣା ପ୍ରଚଣ୍ତ କ୍ରୋଧ ଦେଖାଇବା। ଆମ୍ଭର କ୍ରୋଧରେ ସମଗ୍ର ପୃଥିବୀ ଧ୍ୱଂସ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।