Zephaniah 3:9 — Compare Translations
5 translations compared side by side
Odia - 1840
"ତା'ପ ରେ ଆମ୍ଭେ ଅନ୍ୟ ଦେଶର ଲୋକମାନଙ୍କୁ ଏପରି ପରିବର୍ତ୍ତନ କରିବା ଯେ ସମାନେେ ସ୍ପଷ୍ଟ ଭାବରେ ସଦାପ୍ରଭୁଙ୍କର ନାମ ଉଚ୍ଚାରଣ କରିବେ। ସମାନେେ ସମସ୍ତେ ଏକତ୍ରୀତ ହାଇେ ଆମ୍ଭକୁ ଉପାସନା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆମ୍ଭେ ଅନ୍ୟ ଦେଶର ଲୋକମାନଙ୍କୁ ଏପରି ପରିବର୍ତ୍ତନ କରିବା ଯେ ସେମାନେ ସ୍ପଷ୍ଟ ଭାବରେ ସଦାପ୍ରଭୁଙ୍କର ନାମ ଉଚ୍ଚାରଣ କରିବେ। ସେମାନେ ସମସ୍ତେ ଏକତ୍ରିତ ହୋଇ ଆମ୍ଭକୁ ଉପାସନା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକ ମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।