bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia BSI (ପବିତ୍ର ବାଇବଲ (CL) NT (BSI))
/
1 John 1
1 John 1
Odia BSI (ପବିତ୍ର ବାଇବଲ (CL) NT (BSI))
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 2 →
1
ଅନଦି କାଳରୁ ଯାହାଙ୍କର ଦ୍ଥିତି ରହିଛି, ସେହି ଜୀବନପ୍ରଦାୟକ ବାକ୍ୟ ବିଷୟରେ ଆମେ ଦେଖିବାକୁ ଯାଉଛୁ। ତାଙ୍କ କଥା ଆମେ ଶୁଥିଛୁ, ତାଙ୍କୁ ଆମେ ଦେଖିଛୁ- ବାସ୍ତବିକ, ସ୍ୱଚକ୍ଷୁରେ ଦେଖିଛୁ- ତାଙ୍କ ସ୍ୱର୍ଶ କରିଛୁ।
2
ଜୀବନପ୍ରଦାୟୀ ସେହି ବାକ୍ୟ ଯେତେବେଳେ ଦୃଶ୍ୟମାନ ହେଲେ, ଆମେ ତାହାଙ୍କୁ ଦେଖିଲୁ; ତେଣୁ ତାଙ୍କ ବିଷୟରେ ଆମେ ଏହି କଥା ସାକ୍ଷ୍ୟ ଦେଇ ଘୋଷଣା କରୁଛୁ ଯେ, ଅନନ୍ତଜୀବନ ରୂପେ ସେ ପିତା ଈଶ୍ୱରଙତ୍ ସହିତ ସଦା ବିଦ୍ୟମାନ ଥିଲେ- ଏବଂ ସେ ଆମେ ନିକଟରେ ପ୍ରକାଶିତ ହୋଇଇଛନ୍ତି।
3
ଯାହା ଆମେ ବାସ୍ତବରେ ଦେଖଛୁ ଓ ଶୁଣିଛୁ, କେବଳ ସେହି କଥା ତୁମ୍ଭମାନଙ୍କ ନିକଟରେ ଘୋଷଣା କରି କହୁଛୁ। ଏହି ଶୁଣି ପିତା ଈଶ୍ୱର ସ ତାଙ୍କ ପୁତ୍ର ଯୀଶୁ ଖ୍ର୍ରୀଷ୍ଟଙ୍କ ସହିତ ଆମର ଯେଉଁ ସାହାଚର୍ଯ୍ୟ ଅଛି, ସେଥିରେ ତୁମ୍ଭେମାନେ ଭାଗୀ ହେବ
4
ଓ ତୁମବ ହୃଦୟ ଆନ୍ଦରେ ପରିପୂର୍ଣ୍ଣ ହେବ ବୋଲି ଆଶା।
5
ଈଶ୍ୱରଙ୍କ ପୁତ୍ର ଯୀଶୁଠାରୁ ଆମେ ଯେଉଁବାର୍ତ୍ତା ଶୁଣି ଘୋଷଣା କରୁଛୁ, ତାହା ହେଉଛି: ଈଶ୍ୱର ଆଲୋକ- ତାଙ୍କଠାରେ ବିନ୍ଦୁ ମାତ୍ର ଅନ୍ଧକାର ନାହିଁ।
6
ସୁତରାଂ ଆମେ ତାଙ୍କର ସ।।ହାଚର୍ଯ୍ୟ ଅନୁଭବ କରୁଛୁ ବୋଲି କହି, ଯଦି ଅନ୍ଧକାରରେ ବାସ କରୁ, କଥାରେ ଓ କାର୍ଯ୍ୟରେ ଆମେ ମିଥ୍ୟାବାଦୀ ହେବା।
7
କିନ୍ତୁ ଈଶ୍ୱରଙ୍କ ପରିତ ଆମେ ଯଦି ଆଲୋକରେ ବାସ କରୁ, ଆମେ ପରସ୍ପରର ସାହାଚର୍ଯ୍ୟ ଉଭୋଗ କରିବୁ ଏବଂ ତାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମକୁ ସମସ୍ତ ପାପରୁ କରିଷ୍କାର କରିବ।
8
ଆମେ ଯଦି ନିଜକୁ ନିଷ୍ପାପ ବୋଲି ମନେ କରୁ, ତେବେ ଆତ୍ମପ୍ରତାରଣା କରୁଛୁ- ଆମଠାରେ ତିଳେ ହେଲେ ସତ୍ୟତା ନାହିଁ।
9
କିନ୍ତୁ ଈଶ୍ୱରଙ୍କ ନିକଟରେ ଯଦି ଆମର ପାପ ସ୍ୱୀକାରୀ କରୁ, ଈଶ୍ୱର ତାଙ୍କ ପତିଜ୍ଞାନୁଯାୟୀ ଆମ ପ୍ରତି ନ୍ୟାୟୋଚିତ ବ୍ୟବହାର କରିବେ- ସେ ଆମ ପାପ କ୍ଷମା କରି ସମସ୍ତ ଅଧାର୍ମିକତାରୁ ଆମକୁ ପରିଷ୍କାର କରିବେ।
10
ଆମେ ପାପ କରି ନୈୁଁ ବୋଲି ଯଦି କହୁ, ଈଶ୍ୱରଙ୍କୁ ମିଥ୍ୟାବାଦୀ ବୋଲି ଅଭିଯୁକ୍ତ କରୁଛୁ- ତାଙ୍କର ବାକ୍ୟ ଆମ ହୃଦୟରେ ସ୍ଥାନ ପାଇ ନାହିଁ।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 2 →
All chapters:
1
2
3
4
5