Luke 22
Odia BSI (ପବିତ୍ର ବାଇବଲ (CL) NT (BSI))
13ସେମାନେ ଯାଇ ଯୀଶୁ ସେମାନଙ୍କୁ କହିବା ଅନୁସାରେ ସମସ୍ତ ବିଷୟ ଦେଖିଲେ ଓ ସେଠାରେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।
33ପିତର ଉତ୍ତର ଦେଲେ, “ପ୍ରଭୁ, ମୁଁ ଆପଣଙ୍କ ସହିତ ବନ୍ଦୀଶାଳାକୁ ଯିବା ପାଇଁ ଓ ଆପଣଙ୍କ ସହିତ ମରିବା ପାଇଁ ପ୍ରସ୍ତୁତ।”