1 Chronicles 29

Odia Bible ERV 2004 (ପବିତ୍ର ବାଇବଲ)

← Chapter 28
2ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ମୋର ସାଧ୍ୟମତେ ଯୋଜନା ପାଇଁ ଚେଷ୍ଟା କରିଅଛି। ମୁଁ ସୁବର୍ଣ୍ଣରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ସୁବର୍ଣ୍ଣ ଦେଇଅଛି। ମୁଁ ରୌପ୍ୟରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ରୌପ୍ୟ ଦେଇଅଛି। ମୁଁ ପିତ୍ତଳରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ପିତ୍ତଳ ଦେଇଅଛି। ମୁଁ ଲୌହର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ଲୌହ ଦେଇଅଛି। ମୁଁ କାଠର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ କାଠ ଦେଇଅଛି। ମୁଁ ଚିତ୍ରବିଚିତ୍ର ଟାଇଲ୍ ଓ ପ୍ରସ୍ତର ଖୋଦନ କାର୍ଯ୍ୟ ପାଇଁ ଓ ଗୋମେଦକମଣି ଓ ସମସ୍ତ ପ୍ରକାର ବିଭିନ୍ନ ରଙ୍ଗର ବହୁମୂଲ୍ୟ ପ୍ରସ୍ତର ଓ ଶୁଭ୍ର ମାର୍ବଲ ପ୍ରସ୍ତର ଦେଇଅଛି। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ ନିମନ୍ତେ ମୁଁ ଏହି ପ୍ରକାର ଅନେକ ଅନେକ ସାମଗ୍ରୀ ଦେଇଅଛି।
← Chapter 28