1 Samuel 14
Odia Bible ERV 2004 (ପବିତ୍ର ବାଇବଲ)
2ସେ ସମୟରେ ଶାଉଲ ଗିବିୟାର ପ୍ରାନ୍ତଭାଗରେ ମିଗ୍ରୋଣସ୍ଥ ଡାଳିମ୍ବଗଛ ମୂଳରେ ଥିଲେ। ପ୍ରାୟ 600 ଲୋକ ତାଙ୍କ ପାଖରେ ଥିଲେ।
5ଗୋଟିଏ ପଥର ଉତ୍ତର ଦିଗସ୍ଥ, ଉତ୍ତର ଆଡ଼କୁ ମିକ୍ମସ୍ ଆଡ଼କୁ ଏବଂ ଅନ୍ୟ ପଥରଟି ଦକ୍ଷିଣସ୍ଥ ଗେବା ଆଡ଼କୁ ମୁହାଁଇଥିଲା।