bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Acts 6
Acts 6
Odia Bible ERV 2004 (ପବିତ୍ର ବାଇବଲ)
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 7 →
1
ବିଶେଷ କାର୍ଯ୍ୟ ପାଇଁ ସାତ ଜଣଙ୍କୁ ବାଛିଲେ ଏହି ସମୟ ମଧ୍ୟରେ ଶିଷ୍ୟମାନଙ୍କ ସଂଖ୍ୟା ବଢ଼ିଗଲା। ସେତେବେଳେ ଗ୍ରୀକ୍ ଭାଷା କହୁଥିବା ଯିହୂଦୀମାନେ ଏବ୍ରୀଭାଷା କହୁଥିବା ଯିହୂଦୀମାନଙ୍କ ବିରୁଦ୍ଧରେ ଅଭିଯୋଗ କଲେ। ସେମାନଙ୍କ ବିଧବାମାନଙ୍କୁ ଉଚିତ୍ ପରିମାଣରେ ଖାଦ୍ୟ ବଣ୍ଟା ନ ଯାଉଥିବା କାରଣରୁ ଏପରି ବଚସା ହେଲା।
2
ତେଣୁ ପ୍ରେରିତମାନେ ସମ୍ପୂର୍ଣ୍ଣ ଶିଷ୍ୟ ମଣ୍ଡଳୀକୁ ଡାକି କହିଲେ, “ଆମ୍ଭେ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭରରେ ଅବହେଳା କରିବା ଠିକ୍ ହେବ ନାହିଁ। ଖାଦ୍ୟ ବଣ୍ଟନରେ ସମୟ ଦେବା ଅପେକ୍ଷା ପ୍ରଗ୍ଭର କାର୍ଯ୍ୟ ଗ୍ଭଲୁ ରଖିବା ଆମ୍ଭପକ୍ଷେ ଯଥାର୍ଥ ହେବ।
3
ଏଥିପାଇଁ ହେ ଭାଇମାନେ, ତୁମ୍ଭେମାନେ ନିଜ ଭିତରୁ ସାତ ଜଣ ପୁରୁଷଙ୍କୁ ବାଛ। ସେମାନେ ଯେପରି ଲୋକମାନଙ୍କ ଦୃଷ୍ଟିରୁ ଉତ୍ତମ, ପବିତ୍ରଆତ୍ମା ଓ ଜ୍ଞାନରେ ପୂର୍ଣ୍ଣ ହୋଇଥିବେ। ଆମ୍ଭେମାନେ ସେମାନଙ୍କୁ ଏହି କାମ କରିବା ପାଇଁ ଦେବୁ।
4
ତେବେ ଆମ୍ଭେମାନେ ଆମ୍ଭର ସମସ୍ତ ସମୟ ଶିକ୍ଷାଦାନ ଓ ପ୍ରାର୍ଥନାରେ ଦେଇ ପାରିବୁ।”
5
ସେହି ଦଳର ସମସ୍ତେ ଏହି ଚିନ୍ତାଧାରାକୁ ପସନ୍ଦ କଲେ। ସେମାନେ ନିଜ ମଧ୍ୟରୁ ସ୍ତିଫାନ, ଯେ କି ପବିତ୍ରଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ନୀକଲାୟଙ୍କୁ (ସେ ଆନ୍ତିୟଖିଅରୁ ଆସିଥିଲେ ଓ ଯିହୂଦୀ ଧର୍ମରୁ ଧର୍ମାନ୍ତରୀତ ହୋଇଥିଲେ)।
6
ସେମାନେ ଏହି ଲୋକମାନଙ୍କୁ ପ୍ରେରିତମାନଙ୍କ ପାଖରେ ଉପସ୍ଥିତ କରାଇଲେ। ପ୍ରେରିତମାନେ ପ୍ରାର୍ଥନା କରି ସେମାନଙ୍କ ଉପରେ ହାତ ରଖିଲେ।
7
ଏହିପରି ଭାବରେ ପରମେଶ୍ୱରଙ୍କର ବାକ୍ୟ ଗ୍ଭରିଆଡ଼େ ବ୍ୟାପିଗଲା। ଯିରୁଶାଲମରେ ଶିଷ୍ୟମାନଙ୍କର ସଂଖ୍ୟା ବହୁତ ବଢ଼ିଗଲା। ଏପରିକି ଯିହୂଦୀ ଯାଜକମାନଙ୍କ ମଧ୍ୟରୁ ଅନେକ ବିଶ୍ୱାସ କଲେ ଓ ପାଳନ କଲେ।
8
ସ୍ତିଫାନଙ୍କ ବିରୁଦ୍ଧରେ ଯିହୂଦୀମାନେ ସ୍ତିଫାନ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ଥିଲେ। ସେ ଲୋକମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାରର ଆଶ୍ଚର୍ଯ୍ୟକର୍ମ କରୁଥିଲେ ଓ ଈଶ୍ୱରଙ୍କ ଶକ୍ତିର ପ୍ରମାଣ ଦେଉଥିଲେ।
9
କେତେକ ଯିହୂଦୀ ଆସି ସ୍ତିଫାନଙ୍କ ସହିତ ଯୁକ୍ତିତର୍କ କଲେ। ସେମାନେ କୂରୀଣୀୟ, ଲିବର୍ତ୍ତାନ, କିଲିକିଆ ଓ ଏସିଆ ଦେଶର ଯିହୂଦୀ ଥିଲେ। ସେମାନେ ଯିହୂଦୀମାନଙ୍କର ଆଲେକ୍ଜାଣ୍ଡ୍ରୀୟ ସମାଜଗୃହର ସଭ୍ୟ ଥିଲେ।
10
କିନ୍ତୁ ସେମାନେ ସ୍ତିଫାନଙ୍କର ଜ୍ଞାନ ଓ ଆତ୍ମା ସମ୍ମୁଖରେ ଯୁକ୍ତି ବାଢ଼ି ପାରିଲେ ନାହିଁ।
11
ତା’ପରେ ସେମାନେ କେତେକ ଲୋକଙ୍କୁ ଲାଞ୍ଚ ଦେଇ ଏହା କୁହାଇଲେ, “ଆମ୍ଭେ ତାହାଙ୍କୁ ପରମେଶ୍ୱର ଓ ମୋଶାଙ୍କର ବିରୁଦ୍ଧରେ ଖରାପ କଥା କହୁଥିବାର ଶୁଣିଲୁ।”
12
ଏହା କରିବା ଦ୍ୱାରା ସେମାନେ ପୁରୁଖା ଯିହୂଦୀ ନେତାଙ୍କୁ ଆଇନର ଶିକ୍ଷକମାନଙ୍କୁ ଓ ଲୋକମାନଙ୍କୁ ଉତ୍ତେଜିତ କଲେ ଓ ସ୍ତିଫାନଙ୍କୁ ଧରିନେଇ ମହାସଭାକୁ ନେଇ ଆସିଲେ।
13
ସେମାନେ କେତେ ଜଣ ମିଥ୍ୟା ସାକ୍ଷୀଙ୍କୁ ଆଣିଲେ। ସେମାନେ କହିଲେ, “ଏ ଲୋକ ସର୍ବଦା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ବ୍ୟବସ୍ଥା ବିରୁଦ୍ଧରେ କୁହେ।
14
ଆମ୍ଭେମାନେ ତାହାକୁ କହିବାର ଶୁଣିଛୁ ଯେ ନାଜରିତୀୟ ଯୀଶୁ ଏହି ସ୍ଥାନକୁ ନଷ୍ଟ କରିଦେବେ ଓ ମୋଶା ଆମ୍ଭକୁ ଦେଇଥିବା ବ୍ୟବସ୍ଥା ପରିବର୍ତ୍ତନ କରିଦେବେ।”
15
ଏହା ଶୁଣି ମହାସଭାର ସମସ୍ତେ ତାହାଙ୍କ ଆଡ଼କୁ ସ୍ଥିର ଦୃଷ୍ଟିରେ ଦେଖିଲେ। ତାହାଙ୍କ ମୁଖ ସ୍ୱର୍ଗଦୂତଙ୍କ ମୁଖ ପରି ଦେଖାଗଲା ଓ ସେମାନେ ତାହା ଦେଖିଲେ।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 7 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28