bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Deuteronomy 25
Deuteronomy 25
Odia Bible ERV 2004 (ପବିତ୍ର ବାଇବଲ)
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 26 →
1
“ଯେତେବେଳେ ଦୁଇଜଣଙ୍କ ମଧ୍ୟରେ ମାଡ଼ପିଟ୍ ଲାଗେ, ସେମାନେ ନ୍ୟାୟଳୟକୁ ଯିବା ଉଚିତ୍। କିଏ ଦୋଷୀ ଓ କିଏ ନିର୍ଦ୍ଦୋଷୀ ବିଗ୍ଭରକର୍ତ୍ତା ବିଗ୍ଭର କରିବେ।
2
ଯଦି ଦୋଷୀଲୋକ ପ୍ରହାରିତ ହେବାର ଯୋଗ୍ୟ ହୁଏ, ତେବେ ବିଗ୍ଭରକର୍ତ୍ତା ତାହାକୁ ଶୁଆଇବ, ପୁଣି ତାହାର ଦୋଷ ଅନୁସାରେ ଗଣି ଗଣି ଆପଣା ସମ୍ମୁଖରେ ତାହାକୁ ପ୍ରହାର କରାଇବ।
3
ତୁମ୍ଭେ କାହାରିକୁ ଗ୍ଭଳିଶ୍ ପ୍ରହାରରୁ ଅଧିକ ଦେବ ନାହିଁ। ଯଦି ତୁମ୍ଭେ କାହାକୁ ଗ୍ଭଳିଶ୍ ଥରରୁ ଅଧିକ ପ୍ରହାର କର ତେବେ ଏହା ଜଣାଯିବ ତୁମ୍ଭ ପାଇଁ ତାହାର ଜୀବନ ତୁଚ୍ଛ ଅଟେ।
4
“ବଳଦମାନେ ବେଁଙ୍ଗଲାରେ ବୁଲିବା ସମୟରେ ସେମାନଙ୍କର ମୁହଁ ବାନ୍ଧିବ ନାହିଁ।
5
“ଯଦି ଦୁଇଭାଇ ଏକତ୍ର ବାସ କରୁଥା’ନ୍ତି, ଯଦି ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ସ୍ତ୍ରୀ ବାହାରର କୌଣସି ଲୋକକୁ ବିବାହ କରିବ ନାହିଁ। ତା’ର ଅନ୍ୟ ଭାଇଜଣକ ତାକୁ ବିବାହ କରିବ ଓ ତାହା ସହିତ ସହବାସ କରିବ।
6
ପୁଣି ସେହି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତା’ର ମୃତ ଭ୍ରାତାର ଉତ୍ତରାଧିକାରୀ ହେବ। ତହିଁରେ ତାହାର ନାମ ଇସ୍ରାଏଲରୁ ଲୁପ୍ତ ହେବ ନାହିଁ।
7
ଯଦି ସେହି ଲୋକର ଭାଇ ସେହି ସ୍ତ୍ରୀ ଲୋକକୁ ଗ୍ରହଣ କରିବାକୁ ମନାକରେ ତେବେ ସେହି ସ୍ତ୍ରୀ ନଗରଦ୍ୱାରରେ ପ୍ରାଚୀନବର୍ଗ ନିକଟକୁ ଯାଇ ଅଭିଯୋଗ କରି କହିବ ଯେ, ‘ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ।’
8
ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକୁ ଡାକି କହିବେ। ତହିଁରେ ଯେବେ ସେ ଛିଡ଼ା ହୋଇ କହେ ଯେ, ‘ତାହାକୁ ଗ୍ରହଣ କରିବାକୁ ଆମ୍ଭର ଇଚ୍ଛା ନାହିଁ।’
9
ତେବେ ତାହାର ଭାତୃ ସ୍ତ୍ରୀ ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁହଁରେ ଛେପ ପକାଇବ। ପୁଣି ପ୍ରତ୍ୟୁତ୍ତର କରି କହିବ, ‘ଯେକୌଣସି ଲୋକ ଆପଣା ଭାଇର ଘର ନ ତୋଳେ ତାହା ପ୍ରତି ଏହିରୂପେ କରାଯିବ।’
10
ଇସ୍ରାଏଲ ମଧ୍ୟରେ ‘ଚ୍ୟୁତ ପାଦୁକ ବଂଶ’ ବୋଲି କୁହାଯିବ।
11
“ଦୁଇଜଣଙ୍କ ମଧ୍ୟରେ ଯଦି ବିବାଦ ସୃଷ୍ଟି ହୁଏ। ସେମାନଙ୍କ ମଧ୍ୟରୁ କାହାର ସ୍ତ୍ରୀ ଆସି ଯଦି ତା’ର ସ୍ୱାମୀକୁ ସାହାଯ୍ୟ କରିବାକୁ ଆସେ ଓ ହାତ ବଢ଼ାଇ ପ୍ରହାର କରି ଗୁପ୍ତାଙ୍ଗକୁ ଧରେ।
12
ତୁମ୍ଭେ ଏପରି ସ୍ତ୍ରୀଲୋକର ହାତକାଟି ପକାଇବ। ଏଥିପାଇଁ ତୁମ୍ଭେ ଦୁଃଖ କରିବାର କିଛି ନାହିଁ।
13
“ତୁମ୍ଭେ ଆପଣା ଥଳୀରେ ଊଣା ଅଧିକ ଓଜନର ନାନା ପ୍ରକାର ବଟଖରା ରଖିବ ନାହିଁ।
14
ତୁମ୍ଭେ ଆପଣା ଗୃହରେ ଊଣା ଅଧିକ ପରିମାଣର ପାତ୍ର ରଖିବ ନାହିଁ।
15
ତୁମ୍ଭେ ଯଥାର୍ଥ ଓ ନ୍ୟାୟ ବଟଖରା ରଖିବ। ପୁଣି ଯଥାର୍ଥ ଓ ନ୍ୟାୟ ପରିମାଣ ପାତ୍ର ରଖିବ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦିନ ଦୀର୍ଘ ହେବ।
16
ସଦାପ୍ରଭୁ ତୁମ୍ଭର ପରମେଶ୍ୱର ସେମାନଙ୍କୁ ଘୃଣା କରନ୍ତି। ଯେଉଁମାନେ ଠକନ୍ତି, ଓଜନରେ କମ୍ ଦିଅନ୍ତି। ହଁ ସେ ଏହିପରି ଲୋକମାନଙ୍କୁ ଅତି ଘୃଣା କରନ୍ତି।
17
ଅମାଲେକୀୟମାନଙ୍କୁ ଧ୍ୱଂସ କରିବ “ତୁମ୍ଭେମାନେ ମିଶରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ଅମାଲେକୀୟ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପରି କରିଥିଲେ।
18
ତୁମ୍ଭେ ଶାନ୍ତ ଓ କ୍ଳାନ୍ତ ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚାଦ୍ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କରିଥିଲା ଓ ସେ ପରମେଶ୍ୱରଙ୍କୁ ଭୟ କଲା ନାହିଁ। ଏହା ସ୍ମରଣ କର।
19
ଏଥିପାଇଁ ତୁମ୍ଭେମାନେ ଅମାଲେକୀୟମାନଙ୍କୁ ସମୂଳେ ଧ୍ୱଂସ କରିବ। ତୁମ୍ଭେମାନେ ଏପରି କରିବ ଯେତେବେଳେ ସଦାପ୍ରଭୁଙ୍କ ଦତ୍ତ ନୂତନ ଦେଶରେ ପ୍ରବେଶ କରିବ। ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ପୃଥିବୀରୁ ଅମାଲେକୀୟମାନଙ୍କୁ ସମୂଳେ ଧ୍ୱଂସ କରିବାକୁ ପଡ଼ିବ।
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 26 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34