bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ecclesiastes 11
Ecclesiastes 11
Odia Bible ERV 2004 (ପବିତ୍ର ବାଇବଲ)
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 12 →
1
ଭବିଷ୍ୟତକୁ ସାହସିକତାର ସହକାରେ ସମ୍ମୁଖୀନ କର ତୁମ୍ଭେ ଯେଉଁଠାକୁ ଯାଅ, ଉତ୍ତମ କାର୍ଯ୍ୟ କର। କିଛି ସମୟ ପରେ ତୁମ୍ଭେ କରିଥିବା ଉତ୍ତମ କଥା ତୁମ୍ଭ ପାଖକୁ ଫେରି ଆସିବ।
2
ସାତ ଜଣଙ୍କୁ, ନଚେତ୍ ଆଠ ଜଣଙ୍କୁ ଅଂଶ ବିତରଣ କର, କାରଣ ପୃଥିବୀରେ କି ବିପଦ ଘଟିବ ତାହା ତୁମ୍ଭେ ଜାଣ ନାହିଁ।
3
କେତେଗୁଡ଼ିଏ କଥା ଅଛି ଯାହାକି ତୁମ୍ଭେ ନିଶ୍ଚିତ ହେବ। ଯଦି ମେଘମାଳା ବର୍ଷାବିନ୍ଦୁରେ ପୂର୍ଣ୍ଣ ହୋଇଥା’ନ୍ତି, ତେବେ ସେଗୁଡ଼ିକ ପୃଥିବୀରେ ପାଣି ଢାଳି ଦେବେ। ଏବଂ ବୃକ୍ଷ ଯଦି ଦକ୍ଷିଣ କିଅବା ଉତ୍ତର ଦିଗରେ ପଡ଼େ ତେବେ ଯେଉଁ ସ୍ଥାନରେ ପଡ଼େ ସେହି ସ୍ଥାନରେ ରହିବ।
4
ଯଦି ଗୋଟିଏ ଲୋକ ଛୋଟ ଗଛ ରୋପଣ କରିବା ପାଇଁ ଠିକ୍ ପାଗକୁ ଅପେକ୍ଷା କରେ, ତାହାହେଲେ ସେ କେବେହେଲେ ଛୋଟ ଗଛ ରୋପଣ କରିବାକୁ ସକ୍ଷମ ହେବ ନାହିଁ। ଯଦି ଜଣେ ସବୁବେଳେ ମେଘମାଳାକୁ ଗ୍ଭହିଁବ ତେବେ ସେ ଅମଳ କରି ପାରିବ ନାହିଁ।
5
ତୁମ୍ଭେ ବାୟୁର ଗତି ଜାଣି ପାରିବ ନାହିଁ। ଏବଂ ତୁମ୍ଭେ ଜାଣି ପାରିବ ନାହିଁ ମା’ ପେଟରେ ଶିଶୁଟି କିପରି ବଢ଼େ। ଠିକ୍ ସେହିପରି ପରମେଶ୍ୱର କ’ଣ କରନ୍ତି ତୁମ୍ଭେ ଜାଣି ପାରିବ ନାହିଁ। ସେ ପ୍ରତ୍ୟେକ କଥା ଘଟାନ୍ତି।
6
ତୁମ୍ଭେ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ବୀଜ ବୁଣ ଏବଂ ତା’ପରେ ତୁମ୍ଭର କାମ ବନ୍ଦ କରିବା ଉଚିତ୍। ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟାବେଳେ ଆପଣା ହସ୍ତ ବନ୍ଦ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କେଉଁ ମଞ୍ଜି ଭଲ ବଢ଼ିବ ଯାହାକୁ ତୁମ୍ଭେ ସକାଳରେ ବୁଣିଥିଲ, ଯେଉଁଗୁଡ଼ିକ ସନ୍ଧ୍ୟାରେ ବୁଣିଥିଲ କିଅବା ପ୍ରାୟ ଉଭୟ ଭଲ ବଢ଼ିବ।
7
ପ୍ରକୃତରେ ଆଲୋକ ସୁଖ ଦାୟକ, ପୁଣି ସୂର୍ଯ୍ୟାଲୋକ ଦେଖିବା ଆଶ୍ଚର୍ଯ୍ୟ ଅଟେ।
8
ତୁମ୍ଭେ ଆପଣା ଜୀବନର ପ୍ରତ୍ୟେକ ଦିନକୁ ଉପଭୋଗ କରିବା ଉଚିତ୍, ତୁମ୍ଭେ ଯେତେଦିନ ପର୍ଯ୍ୟନ୍ତ ଜୀବିତ ରହୁଛ। କିନ୍ତୁ ମନେରଖ, ନିଶ୍ଚିତରେ ତୁମ୍ଭେମାନେ ମରିବ। ମନେରଖ ଯେ ତୁମ୍ଭେମାନେ ଯେତେଦିନ ବଞ୍ଚିଛ ତା’ଠାରୁ ଅଧିକ ମୃତ ହୋଇ ରହିବ ଏବଂ ତୁମ୍ଭେମାନେ ସେହି ସମସ୍ତ ସମୟ ନିରର୍ଥକ।
9
ଯୁବାବସ୍ଥାରେ ପରମେଶ୍ୱରଙ୍କର ସେବାକର ହେ ଯୁବକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ। ତୁମ୍ଭର ହୃଦୟ ଯାହା କରିବା ପାଇଁ ତୁମ୍ଭକୁ ଆଗେଇ ନେଉଛି, ତାହା କର। ଯାହା ଗ୍ଭହୁଁଛ ତାହା କର। କିନ୍ତୁ ମନେରଖ ଯେ, ତୁମ୍ଭେମାନେ ଯାହାସବୁ କରୁଛ, ପରମେଶ୍ୱର ତା’ର ବିଗ୍ଭର କରିବେ।
10
ତୁମ୍ଭେ ମନରୁ ବିରକ୍ତି, ବାହାର କରିଦିଅ ଏବଂ ତୁମ୍ଭର ଶରୀରକୁ ଖରାପ ଜିନିଷଠାରୁ ଦୂରରେ ରଖ, କାରଣ ବାଲ୍ୟାବସ୍ଥା ଏବଂ ଯୌବନ ଅର୍ଥହୀନ ଅଟେ।
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 12 →
All chapters:
1
2
3
4
5
6
7
8
9
10
11
12