bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Exodus 31
Exodus 31
Odia Bible ERV 2004 (ପବିତ୍ର ବାଇବଲ)
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 32 →
1
ବତ୍ସଲେଲ ଓ ଅହଲୀୟାବ ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2
“ଆମ୍ଭେ ଯିହୁଦା ପରିବାରବର୍ଗର ଜଣେ ବ୍ୟକ୍ତିକୁ ବାଛି ଅଛୁ ଯିଏକି ଆମ୍ଭ ପାଇଁ ଏକ ବିଶେଷ କାର୍ଯ୍ୟ କରିବ। ସେ ହେଉଛି ହୂରର ପୌତ୍ର, ଉରିର ପୁତ୍ର ବତ୍ସଲେଲ।
3
ଆମ୍ଭେ ପରମେଶ୍ୱରଙ୍କ ଆତ୍ମାରେ ବତ୍ସଲେଲକୁ ପୂର୍ଣ୍ଣ କଲୁ। ସମସ୍ତ କାରିଗରି କାର୍ଯ୍ୟ କରିବାକୁ ଆମ୍ଭେ ତାକୁ ସମସ୍ତ ପ୍ରକାର କୌଶଳ ଓ ଜ୍ଞାନ ଦେଇଅଛୁ।
4
ବତ୍ସଲେଲ ଜଣେ ଉଚ୍ଚକୋଟୀର କର୍ମକାର ଏବଂ ସେ ସୁନା, ରୂପା ଓ ପିତ୍ତଳର କାରୁକାର୍ଯ୍ୟମାନ ଉତ୍ତମ ଭାବରେ କରିପାରୁ ଥିଲେ।
5
ବତ୍ସଲେଲ ସୁନ୍ଦର ଗହଣାମାନ ତିଆରି କରିପାରୁଥିଲେ। ସେ ମଧ୍ୟ ସୁନ୍ଦର କାଠ କର୍ମମାନ କରିପାରୁ ଥିଲେ। ବତ୍ସଲେଲ ସର୍ବପ୍ରକାର କାର୍ଯ୍ୟରେ ନିପୁଣ ଥିଲେ।
6
ଅହଲୀୟାବକୁ ସାହାଯ୍ୟ କରିବା ପାଇଁ ଆମ୍ଭେ ତାକୁ ବାଛିଅଛୁ। ସେ ହେଉଛି ଦାନ ପରିବାରବର୍ଗର ଅହୀଷାମକର ପୁତ୍ର। ଆମ୍ଭେ ତାଙ୍କୁ ଏବଂ ସମସ୍ତ ଜ୍ଞାନମନା ଲୋକମାନଙ୍କୁ ଜ୍ଞାନରେ ଭରପୁର କଲୁ। ଆମ୍ଭେ ସେମାନଙ୍କର ସମସ୍ତଙ୍କୁ କୌଶଳ ପ୍ରଦାନ କରିଅଛୁ ଏବଂ ସେମାନେ ଆମ୍ଭ ପାଇଁ କାର୍ଯ୍ୟ କରିବେ।
7
ସମାଗମ-ତମ୍ବୁ, ନିୟମ-ସିନ୍ଦୁକ, ସିନ୍ଦୁକର ଆଚ୍ଛାଦକ, ତା’ର ପାପାଛଦନ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ,
8
ମେଜ ଏବଂ ଏହା ଉପରିସ୍ଥ ସମସ୍ତ ବସ୍ତୁ, ଶୁଦ୍ଧ ସୁବର୍ଣ୍ଣ ଦୀପ ଓ ତା’ର ସମସ୍ତ ଧୂପ ଜାଳିବା ପାଇଁ ବେଦି,
9
ହୋମବଳି ବେଦି ଓ ତହିଁର ସମସ୍ତ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି,
10
ଯାଜକ ହାରୋଣ ନିମନ୍ତେ ବିଶେଷ ବସ୍ତ୍ର ସୁନ୍ଦର ଭାବରେ ସିଲାଇ କରାଯାଇଛି, ହାରୋଣର ପୁତ୍ରମାନଙ୍କ ପାଇଁ ବିଶେଷ ବସ୍ତ୍ରମାନ ଯେତେବେଳେ ସେମାନେ ଯାଜକ କର୍ମ କରିବେ ସେତେବେଳେ ସେମାନେ ସେଗୁଡ଼ିକ ପରିଧାନ କରିବେ।
11
ପବିତ୍ର ସ୍ଥାନ ନିମନ୍ତେ ଅଭିଷେକାର୍ଥକ ତୈଳ ଓ ଧୂପ ଏହି କର୍ମୀମାନେ କାର୍ଯ୍ୟମାନ ମୋର ଆଜ୍ଞା ଅନୁଯାୟୀ କରିବେ।”
12
ବିଶ୍ରାମ ଦିନ ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
13
“ଏହି କଥା ଇସ୍ରାଏଲ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ ମୋର ବିଶ୍ରାମ ଦିନ ପାଳନ କରିବା ଉଚିତ୍। ଯେଉଁଥିପାଇଁ ତୁମ୍ଭେମାନେ ଜାଣି ପାରିବ ଯେ ମୁଁ ତୁମ୍ଭମାନଙ୍କର ସଦାପ୍ରଭୁ ଯିଏ ତୁମ୍ଭମାନଙ୍କୁ ପବିତ୍ର କରନ୍ତି। ଏହା ପୁରୁଷାନୁକ୍ରମେ ମୁଁ ଓ ତୁମ୍ଭମାନଙ୍କ ମଧ୍ୟରେ ଏକ ଚିହ୍ନ ହେବ।
14
“‘ତୁମ୍ଭେମାନେ ମୋର ବିଶ୍ରାମ ଦିନ ପାଳନ କରିବା ଉଚିତ୍। କାରଣ ତାହା ତୁମ୍ଭମାନଙ୍କ ପାଇଁ ପବିତ୍ର ଅଟେ। ଯଦି କେହି ଏହାକୁ ଅପବିତ୍ର କରେ ତେବେ ସେ ମୃତ୍ୟୁବରଣ କରିବା ଉଚିତ୍। ଯଦି କେହି ସେଦିନ କାର୍ଯ୍ୟ କରେ, ସେ ଆପଣା ଲୋକମାନଙ୍କଠାରୁ ଅଲଗା ହେବା ଉଚିତ୍।
15
ଏକ ସପ୍ତାହରେ ଛଅ ଦିନ କାର୍ଯ୍ୟ କରାଯିବ ଏବଂ ସପ୍ତମ ଦିନରେ ବିଶ୍ରାମ କରିବ। ଏହି ଦିନଟି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଦିନ ଅଟେ। ଏହି ପବିତ୍ର ବିଶ୍ରାମ ଦିନରେ ଯେକେହି କାର୍ଯ୍ୟ କରେ ତାକୁ ମୃତ୍ୟୁଦଣ୍ଡ ଦିଆଯିବ।
16
ଇସ୍ରାଏଲର ସନ୍ତାନଗଣ ମାନ୍ୟ କରିବା ପାଇଁ ପାଳନ କରିବେ। ଏହି ନିୟମ ଅନନ୍ତକାଳ ପାଇଁ ସ୍ଥାୟୀ ରହିବ। ଏହା ପୁରୁଷାନୁକ୍ରମେ ପାଳନ କରାଯିବ। ଏହା ଆମ୍ଭ ଓ ତୁମ୍ଭ ମଧ୍ୟରେ ଏକ ଚୁକ୍ତି।
17
ମୋର ଓ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ଏହା ଏକ ଅନନ୍ତକାଳୀନ ଚିହ୍ନ ହେବା ଉଚିତ୍। କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ଡଳ ଓ ପୃଥିବୀ ତିଆରି କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ୱାସିତ ହୋଇଥିଲେ।”’
18
ତେଣୁ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସହିତ କଥାବାର୍ତ୍ତା ନିୟମ ସ୍ୱରୂପେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇଟି ପ୍ରସ୍ତର ପଟା ଫଳକ ତାଙ୍କୁ ଦେଲେ।
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 32 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40