bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ezekiel 31
Ezekiel 31
Odia Bible ERV 2004 (ପବିତ୍ର ବାଇବଲ)
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 32 →
1
ଅଶୂର ଏକ ଏରସ ବୃକ୍ଷ ତୁଲ୍ୟ ଅନନ୍ତର ଏକାଦଶ ବର୍ଷର ତୃତୀୟ ମାସ ଜୁନ୍ର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
2
“ହେ ମନୁଷ୍ୟ ପୁତ୍ର, ମିଶରର ରାଜା ଫାରୋକୁ ଓ ତାହାର ଲୋକମାନଙ୍କୁ ଏହି କଥା କୁହ, “‘ତୁମ୍ଭେ ମହାନ, ତୁମ୍ଭେ ଆପଣା ମହତ୍ତ୍ୱରେ ତାହାର ତୁଲ୍ୟ?
3
ଅଶୂରକୁ ଦେଖ! ସେ ଲିବାନୋନ୍ର ଏରସ ବୃକ୍ଷସ୍ୱରୂପ ଅଟେ। ତାହାର ସୁନ୍ଦର ଘନଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା। ଆଉ ତାହାର ଶିଖର ମେଘ ମଧ୍ୟରେ ଥିଲା।
4
ଅମାପ ଜଳ ତାହାକୁ ପୁଷ୍ଟ କଲା। ଗଭୀର ତରଙ୍ଗିଣୀ ତାହାକୁ ବର୍ଦ୍ଧିତ ହେଲା ଓ ତାହାର ସ୍ରୋତ ସମୂହ ବୃକ୍ଷରୋପଣ ସ୍ଥାନର ଚତୁର୍ଦ୍ଦିଗରେ ପ୍ରବାହିତ ହେଲା।
5
ଏଣୁ କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ ଅପେକ୍ଷା ସେ ଅତି ଉଚ୍ଚ ହେଲା। ତାହାର ଡାଳଗୁଡ଼ିକ ବହୁସଂଖ୍ୟାରେ ବଢ଼ିବାକୁ ଲାଗିଲା। ଆଉ ଅମାପ ଜଳ ହେତୁ ତାହାର ଶାଖାସବୁ ପ୍ରସାରିତ ହୋଇ ବଢ଼ିଗଲା।
6
ଆକାଶର ପକ୍ଷୀସକଳ ତାହାର ଡାଳରେ ବସା ବାନ୍ଧିଲେ। କ୍ଷେତ୍ରସ୍ଥ ପଶୁମାନେ ତାହାର ଶାଖାତଳେ ପ୍ରସବ କଲେ। ଏବଂ ତାହାର ଛାୟା ତଳେ ବହୁତ ଜାତିଗଣ ବାସ କଲେ।
7
ଏହିରୂପେ ସେ ନିଜର ମହତ୍ତ୍ୱରେ ତାହାର ଶାଖାଗୁଡ଼ିକର ଦୀର୍ଘତା ଯୋଗୁଁ ମନୋହର ହେଲା, କାରଣ ପ୍ରଚୁର ଜଳ ନିକଟରେ ତାହାର ମୂଳ ଥିଲା।
8
ଏପରିକି ପରମେଶ୍ୱରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ଏହି ବୃକ୍ଷ ପରି ବଡ଼ ନ ଥିଲେ। ଆଉ ଦେବଦାରୁ ବୃକ୍ଷଗୁଡ଼ିକର କୌଣସି ଶାଖା ନ ଥିଲା। ଏବଂ ସାଧାରଣ ବୃକ୍ଷଗୁଡ଼ିକ ସେହିଭଳି ଶାଖା ଯୁକ୍ତ ନ ଥିଲା। ଆଉ ପରମେଶ୍ୱରଙ୍କ ଉଦ୍ୟାନରେ କୌଣସି ବୃକ୍ଷ ସୌନ୍ଦର୍ଯ୍ୟରେ ତାହାପରି ନ ଥିଲେ।
9
ମୁଁ ତାହାକୁ ବହୁ ଶାଖାବିଶିଷ୍ଟ କରି ତାକୁ ରମଣୀୟ କଲି। ଏଣୁ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ସକଳବୃକ୍ଷ ତାହାକୁ ଈର୍ଷା କଲେ।’”
10
ତେଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ସେହି ବୃକ୍ଷ ଅତି ଉଚ୍ଚ ହେଲା। ଗହଳିଆ ଡାଳସବୁର ଶିଖର ଦେଶ ଉଚ୍ଚତାରେ ମେଘକୁ ସ୍ପର୍ଶ କଲା। ଆଉ ତାହା ଏତେ ଅଧିକ ଉଚ୍ଚ ହେଲା ଯେ ଏହା ଅହଂକାରୀ ହେଲା।
11
ଏଥିପାଇଁ ମୁଁ ତାହାକୁ ବଳବାନ୍ ଶାସକର ହସ୍ତରେ ଦେଇଅଛି। ଯାହା ଫଳରେ ସେ ଏହାକୁ ତା’ର ଦୁଷ୍ଟାମି ଅନୁଯାୟୀ ବ୍ୟବହାର କରିବ। ମୁଁ ଏହାକୁ ଖାରଜ କରିଛି।
12
ପୁଣି ଜାତିମାନଙ୍କ ମଧ୍ୟରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ଯାଇଛନ୍ତି। ପର୍ବତମାନଙ୍କ ଉପରେ ଓ ସମସ୍ତ ଉପତ୍ୟକାରେ ତାହାର ଶାଖାସବୁ ପଡ଼ିଅଛି। ଆଉ ଦେଶର ସବୁ ଜଳ ପ୍ରବାହ ନିକଟରେ ତାହାର ଡାଳସବୁ ଭଙ୍ଗା ଯାଇଛି। ତେଣୁ ପୃଥିବୀସ୍ଥ ଯାବତୀୟ ଜାତି ତାହାର ଛାୟା ତଳୁ ଗ୍ଭଲିଯାଇଛନ୍ତି ଓ ତାକୁ ପରିତ୍ୟାଗ କରିଛନ୍ତି।
13
ଏଣିକି ଆକାଶର ପକ୍ଷୀମାନେ ତାହାର ଭାଙ୍ଗି ଯାଇଥିବା ଶାଖା ଉପରେ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁମାନେ ତାହାର ଭଗ୍ନ ଶାଖାମାନଙ୍କ ମଧ୍ୟରେ ରହିବେ।
14
“ଆଉ ଜଳରାଶିର ନିକଟବର୍ତ୍ତୀ କୌଣସି ବୃକ୍ଷ ଆପଣା ଦୀର୍ଘତା ଯୋଗୁଁ ଗର୍ବିତ ହେବ ନାହିଁ ଓ ସେମାନେ ମେଘଗୁଡ଼ିକୁ ଛୁଇଁବା ପାଇଁ ଚେଷ୍ଟା କରିବେ ନାହିଁ। ଆଉ ଜଳ ସେଚିତ ବୃକ୍ଷସବୁ କିପରି ସେମାନେ ଡେଙ୍ଗା ହେବେ, ଏ ବିଷୟରେ ଅହଂକାର କରିବେ ନାହିଁ। କାରଣ ସେମାନଙ୍କ ମଧ୍ୟରୁ ସମସ୍ତେ ମୃତ୍ୟୁ ଅବଶ୍ୟମ୍ଭାବିତ ଅଟେ, ପୃଥିବୀ ତଳକୁ ଯିବାକୁ ଠିକ୍ ଲୋକମାନେ କବରକୁ ଗଲାପରି। ସେମାନେ ଅନ୍ୟମାନଙ୍କୁ ଯୋଗ ଦେବେ, ଯିଏ ପୂର୍ବରୁ ଗର୍ତ୍ତ ଭିତରକୁ ଯାଇଥିଲେ।”
15
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ସେ ମୃତ୍ୟୁସ୍ଥାନକୁ ଗଲେ, ମୁଁ ସେହି ଦିନ ଶୋକ କଲି। ମୁଁ ତାହାକୁ ଅଗାଧ ଜଳଧିରେ ଆଚ୍ଛାଦନ କଲି ଓ ତହିଁର ସ୍ରୋତସମୂହକୁ ନିବୃତ୍ତ କଲି। ତହିଁରେ ମହାଜଳରାଶି ରୁଦ୍ଧ ହେଲା। ପୁଣି ମୁଁ ତାହା ପାଇଁ ଲିବାନୋନକୁ ଶୋକାକୁଳ କଲି। ଆଉ କ୍ଷେତ୍ରସ୍ଥ ବୃକ୍ଷମାନେ ଦୁଃଖରେ ମ୍ଳାନ ହେଲେ।
16
ମୁଁ ତାହାକୁ ଗର୍ତ୍ତଗାମୀମାନଙ୍କ ସହିତ ପାତାଳକୁ ପକାଇ ଦେଲା ବେଳେ, ତାହାର ପତନ ଶବରେ ଗୋଷ୍ଠୀୟମାନେ କମ୍ପିତ ହେଲେ। ପୁଣି ପୃଥିବୀରେ ଥିବା ଏଦନର ସମସ୍ତ ଜଳ ସେଚିତ ମନୋନୀତ ବୃକ୍ଷଗୁଡ଼ିକ, ଲିବାନୋନ୍ର ସମସ୍ତ ଉତ୍ତମ ବୃକ୍ଷଗୁଡ଼ିକୁ ନିମ୍ନତମ ପୃଥିବୀରେ ସାନ୍ତ୍ୱନା ଦିଆଗଲା।
17
ଅନ୍ୟ ଦେଶମାନଙ୍କରୁ ଏହାର ମିତ୍ରଗଣ ଯେଉଁମାନେ ଏହାର ଛାଇରେ ବାସ କରୁଥିଲେ, ସେମାନେ ଏହା ସହିତ ସିୟୋନ ତଳକୁ ଗଲେ। ଯେଉଁମାନେ ଖଡ଼୍ଗରେ ହତ ହୋଇଥିଲେ ତାଙ୍କ ସହିତ ମିଳିତ ହେଲେ।
18
“ମିଶର, ଯିଏ କି ମହାନତାରେ ଗୌରବରେ ଏଦନର ବୃକ୍ଷଗୁଡ଼ିକ ତୁମ୍ଭପରି? ଏହା ବ୍ୟତୀତ ତୁମ୍ଭେ ଏଦନର ବୃକ୍ଷଗୁଡ଼ିକ ସହିତ ପୃଥିବୀ ଭୂତଳକୁ ଅଣାଯିବ। ଆଉ ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ଼୍ଗହତ ଲୋକମାନଙ୍କ ସହିତ ଶୟନ କରିବ। “ହଁ, ଫାରୋ ଓ ତାହାର ଲୋକମାନଙ୍କ ପ୍ରତି ଏହା ହିଁ ଘଟିବ।” ସଦାପ୍ରଭୁ, ମୋର ପ୍ରଭୁ ତାହା କରିଛନ୍ତି।
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 32 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48