bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Genesis 10
Genesis 10
Odia Bible ERV 2004 (ପବିତ୍ର ବାଇବଲ)
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 11 →
1
ଜାତିମାନଙ୍କର ବୃଦ୍ଧି ଓ ବିସ୍ତାର ହେଲା ନୋହଙ୍କର ପୁତ୍ରମାନେ ଥିଲେ, ଶେମ, ହାମ ଏବଂ ଯେଫତ୍। ବନ୍ୟା ପରେ ଏହି ତିନି ଜଣଙ୍କର ସନ୍ତାନସନ୍ତତି ଜନ୍ମ ନେଇଥିଲେ।
2
ଯେଫତଙ୍କର ବଂଶାବଳୀ ଯେଫତ୍ଙ୍କର ପୁତ୍ରମାନେ ହେଲେ, ଗୋମର, ମାଗୋଗ୍, ମାଦୟ, ତୁବଲ, ଯବନ, ମେଶକ ଓ ତିରସ।
3
ଅସ୍କିନସ୍, ରୀଫତ୍ ଓ ତୋଗର୍ମ ଏମାନେ ଥିଲେ ଗୋମରର ସନ୍ତାନ।
4
ପୁଣି ଇଲୀଶା, ତର୍ଶୀଶ, କିତ୍ତୀମ ଓ ଦୋଦାନୀମ ଏମାନେ ଯବନର ସନ୍ତାନ ଥିଲେ।
5
ଏମାନଙ୍କଠାରୁ ଅନ୍ୟ ଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ପାଇଁ ଦେଶ ବିଦେଶରେ ନିଜ ନିଜ ଭାଷାନୁଯାୟୀ ବ୍ୟାପ୍ତ ହୋଇ ନିଜ ନିଜ ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ!
6
ହାମର ବଂଶାବଳୀ ହାମର ସନ୍ତାନଗଣ ଥିଲେ, କୂଶ୍, ମିଶର, ପୂଟ୍ ଓ କିଣାନ।
7
ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା ଏମାନେ ଥିଲେ କୂଶର ସନ୍ତାନ। ଶିବା ଓ ଦନାନ ଏମାନେ ରୟମାର ସନ୍ତାନ।
8
ନିମ୍ରୋଦ୍ କୂଶର ପୁତ୍ର। ସେ ପୃଥିବୀ ମଧ୍ୟରେ ପରାକ୍ରମି ହେବାକୁ ଲାଗିଲା।
9
ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା। ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ ଥିଲେ ବୋଲି ଲୋକମାନେ କହୁଥିଲେ, “ସେ ବ୍ୟକ୍ତି ନିମ୍ରୋଦ୍ ସଦୃଶ ସଦାପ୍ରଭୁଙ୍କ ସମ୍ମୁଖରେ ଗୋଟିଏ ପରାକ୍ରାନ୍ତ ବ୍ୟାଧ।”
10
ଶିନିୟର ଦେଶରେ ବାବିଲ୍, ଏରକ୍, ଏକ୍କଦ୍ ଓ କଲନୀ ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।
11
ସେହି ଦେଶରୁ ଅଗ୍ରିୟା ବାହାରି ନୀନିବୀ ରହୋବୋତ୍ ପୁରୀ ଓ କେଲହ
12
ଏବଂ ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ ନଗର ସ୍ଥାପନ କଲା। (ରେଷନ ଏକ ପ୍ରଧାନ ନଗର ଥିଲା)।
13
ମିଶରୀୟମ ଲୂଦୀୟ, ଅନାମୀୟ, ଲହାବୀୟ ଓ ନପ୍ତୁହୀୟ ଲୋକମାନଙ୍କର ପିତା ଥିଲା।
14
ପଥ୍ରୋଷୀୟ, କସ୍ଲୁହୀୟ ଓ କପ୍ତୋରିୟ (ଏହି ପଲେଷ୍ଟୀୟ ଲୋକମାନେ କସ୍ଲୁହୀୟରୁ ଆସିଲେ।)
15
ସୀଦୋନର ପିତା ଥିଲା କିଣାନ, ସିଦୋନ ଥିଲା କିଣାନର ପ୍ରଥମ ପୁତ୍ର। କିଣାନ ମଧ୍ୟ ହେତର ପିତାଥିଲା। ହେତର ହେଲେ ଦୀଟାତୀୟମାନଙ୍କର ପିତା।
16
କିଣାନ ମଧ୍ୟ ଯିବୂଷୀୟ, ଇମୋରୀୟ ଓ ଗିର୍ଗାଶୀୟର ପିତା ଥିଲା।
17
ହିବ୍ବୀୟ, ଅର୍କୀୟ ଓ ସୀନିୟ
18
ଅର୍ବଦୀୟ, ସାମରୀୟ ଓ ହମାତୀୟ, ଏହିପରି କିଣାନୀୟମାନଙ୍କର ବଂଶ ବ୍ୟାପିଲା।
19
ତହିଁରେ ସୀଦୋନଠାରୁ ଗରାର ଦିଗକୁ ହସା ପର୍ଯ୍ୟନ୍ତ ପୁଣି ସଦୋମ, ହମୋରା ଓ ଅଦ୍ମା, ସବୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ ବସତିର ସୀମା ଥିଲା।
20
ନିଜ ନିଜ ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏ ସମସ୍ତ ହାମର ସନ୍ତାନ।
21
ଶେମର ବଂଶାବଳୀ ଯେଫତର ବଡ଼ଭାଇ ଶେମଙ୍କର ମଧ୍ୟ ସନ୍ତାନସନ୍ତତି ଥିଲେ, ସେହି ଏବର ଯେଫତର ବଡ଼ଭାଇ ହିବ୍ରୁ ବଂଶଧରମାନଙ୍କ ଆଦିପୁରୁଷ ଥିଲା।
22
ଶେମର ଏହିସବୁ ସନ୍ତାନ: ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ୍ ଓ ଅରାମ୍।
23
ଏହି ଅରାମର ସନ୍ତାନ ଊଷ୍, ହୂଲ, ଗେଥର ଓ ମଶ୍।
24
ଏବଂ ଅର୍ଫକ୍ଷଦର ସନ୍ତାନ ଶେଲହ, ଓ ଶେଲହର ସନ୍ତାନ ଏବର।
25
ଏହି ଏବରର ଦୁଇ ପୁତ୍ର, ପ୍ରଥମର ନାମ ପେଲଗ୍, କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା। ତାହାର ଭ୍ରାତାର ନାମ ଯକ୍ତନ।
26
ଏବଂ ଯକ୍ତନର ପୁତ୍ର ଅଲମୋଦଦ୍ ଓ ଶେଲପ୍, ହତ୍ସର୍ମାବତ ଓ ଯେରହ।
27
ହଦୋରାମ ଓ ଊଷଲ ଓ ଦିକ୍ଳ।
28
ଓବଲ ଓ ଅବୀମାୟେଲ୍ ଓ ଶିବା।
29
ଓଫୀର, ହବୀଲା ଓ ଯୋବବ୍, ଏହି ସମସ୍ତ ଯକ୍ତନର ସନ୍ତାନ।
30
ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା।
31
ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏ ସମସ୍ତେ ଶେମର ସନ୍ତାନ।
32
ନିଜ ନିଜ ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ। ପୁଣି ଜଳପ୍ଳାବନ ପରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50