bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Genesis 2
Genesis 2
Odia Bible ERV 2004 (ପବିତ୍ର ବାଇବଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 3 →
1
ସପ୍ତମ ଦିନ-ବିଶ୍ରାମ ଏହିପରି ଭାବରେ, ପରମେଶ୍ୱର ଆକାଶମଣ୍ଡଳରେ ଓ ପୃଥିବୀ ମଧ୍ୟରେ ଥିବା ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ କଲେ।
2
ସପ୍ତମ ଦିନରେ, ପରମେଶ୍ୱର ସୃଷ୍ଟିର ପ୍ରତ୍ୟେକ କାର୍ଯ୍ୟ ସମାପ୍ତ କଲେ। ସେଥିପାଇଁ ସପ୍ତମ ଦିନରେ ପରମେଶ୍ୱର ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ ନେଲେ।
3
ତା’ପରେ ପରମେଶ୍ୱର ଏହି ଦିନଟିକୁ ଆଶୀର୍ବାଦ କଲେ ଏବଂ ଏହାକୁ ଏକ ପବିତ୍ର ଦିନ କଲେ। କାରଣ ପରମେଶ୍ୱର ସମସ୍ତ ସୃଷ୍ଟି କରି ସାରିଲା ପରେ ବିଶ୍ରାମ ନେଲେ।
4
ମନୁଷ୍ୟର ସୃଷ୍ଟି ଏହା ହେଲା ପୃଥିବୀ ଓ ଆକାଶମଣ୍ଡଳର ଇତିହାସ। ଯେଉଁ ସମୟରେ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ, ଏହା ସେହି ସମୟର ଇତିହାସ।
5
ସେହି ସମୟରେ କୌଣସି ବୁଦା ବା ଘାସ ବଢ଼ି ନ ଥିଲା, ସଦାପ୍ରଭୁ ପୃଥିବୀରେ ବର୍ଷା କରାଇ ନ ଥିଲେ। କାରଣ ପୃଥିବୀର ଯତ୍ନ ନେବା ପାଇଁ କେହି ନ ଥିଲେ।
6
ଭୂମିରେ କାକର ପଡ଼ି ସମସ୍ତ ପୃଥିବୀକୁ ସନ୍ତସନ୍ତିଆ କଲା।
7
ଏହା ପରେ ସଦାପ୍ରଭୁ ପରମେଶ୍ୱର ଭୂମିରୁ ଧୂଳି ନେଇ ମନୁଷ୍ୟ ସୃଷ୍ଟି କଲେ। ସଦାପ୍ରଭୁ ତା’ର ନାସିକା ରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
8
ଏହା ପରେ ସଦାପ୍ରଭୁ ପରମେଶ୍ୱର, ଏଦନର ପୂର୍ବ ଦିଗରେ ଏକ ଉଦ୍ୟାନ ରୋପଣ କଲେ, ଏବଂ ସେଠାରେ ସେ ସୃଷ୍ଟି କରିଥିବା ମନୁଷ୍ୟକୁ ରଖିଲେ।
9
ସଦାପ୍ରଭୁ ପରମେଶ୍ୱର ପ୍ରତ୍ୟେକ ପ୍ରକାର ବୃକ୍ଷ ଯାହା ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ, ପୃଥିବୀରେ ସୃଷ୍ଟି କଲେ। ସେହିପରି ଭାବରେ ଉଦ୍ୟାନର ମଧ୍ୟଭାଗରେ ଜୀବନ ଦାୟକ ବୃକ୍ଷ ଓ ଭଲ ଓ ମନ୍ଦ ବିଷୟରେ ଜ୍ଞାନ ଦେବା ବୃକ୍ଷ ମଧ୍ୟ ଉତ୍ପନ୍ନ କଲେ।
10
ଗୋଟିଏ ନଦୀ ଏଦନରୁ ପ୍ରବାହିତ ହୋଇ ଉଦ୍ୟାନକୁ ଜଳ ଦିଏ। ଏହା ପରେ ସେହି ନଦୀ ଗ୍ଭରି ଭାଗରେ ବିଭକ୍ତ ହେଲା।
11
ପ୍ରଥମ ନଦୀର ନାମ ପିଶୋନ୍ ଥିଲା। ତାହା ସମସ୍ତ ହବିଲା ଦେଶ ଚତୁର୍ପାର୍ଶ୍ୱ ଦେଇ ବହିଗଲା, ଯେଉଁ ସ୍ଥାନରେ ସୁବର୍ଣ୍ଣ ଅଛି।
12
ସେହି ଦେଶରେ ଚିତ୍ତାକର୍ଷକ ସୁବର୍ଣ୍ଣ, ମୁକ୍ତା ଓ ଗୋମେଦକମଣି ଅଛି।
13
ଦ୍ୱିତୀୟ ନଦୀର ନାମ ଗୀହୋନ୍ ଥିଲା। ଏହା ସମସ୍ତ କୁଶ ଦେଶକୁ ବ୍ୟାପିଥିଲା।
14
ତୃତୀୟ ନଦୀର ନାମ ହିଦ୍ଦେକଲ୍ ଥିଲା, ଏହା ଅଶୂରିୟ ଦେଶର ସମ୍ମୁଖ ଦେଇ ଗମନ କରେ ଏବଂ ଚତୁର୍ଥ ନଦୀର ନାମ ଫରାତ୍ ଥିଲା।
15
ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନରେ କୃଷିକର୍ମ ଓ ତାହାର ଯତ୍ନ ନେବା ପାଇଁ ନିଯୁକ୍ତ କଲେ।
16
ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଏହି ନିର୍ଦ୍ଦେଶ ଦେଲେ ଏବଂ କହିଲେ, “ତୁମ୍ଭେ ଉଦ୍ୟାନର ଯେକୌଣସି ଗଛର ଫଳ ଖାଇ ପାରିବ।
17
କିନ୍ତୁ ସତ୍ ଓ ଅସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ। ଯଦି ତୁମ୍ଭେ ସେହି ବୃକ୍ଷର ଫଳ ଖାଇବ ତୁମ୍ଭେ ସେହି ଦିନ ମରିବ!”
18
ପ୍ରଥମ ନାରୀ ଏହା ପରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମୁଁ ଦେଖି ପାରୁଛି ଯେ ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ମୁଁ ଆଉ ଜଣେ ଉପଯୁକ୍ତ ସହକାରିଣୀ ନିର୍ମାଣ କରିବି।”
19
ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳିରୁ ସମସ୍ତ ପଶୁ ଓ ଆକାଶରେ ସମସ୍ତ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ସମସ୍ତଙ୍କୁ ମନୁଷ୍ୟ ନିକଟକୁ ଦେଖାଇବାକୁ ଆଣିଲେ। ସେହି ମନୁଷ୍ୟ ସେମାନଙ୍କୁ କ’ଣ କହି ଡାକିବ, ଏହା ଜାଣିବା ପାଇଁ। ସେହି ସୃଷ୍ଟ ପ୍ରାଣୀଙ୍କୁ ସେ ଯାହା କହି ଡାକିଲା, ତାହା ସେମାନଙ୍କର ନାମ ହେଲା।
20
ମନୁଷ୍ୟ ବଡ଼ ପ୍ରାଣୀମାନଙ୍କର ନାମ, ଆକାଶରେ ଉଡ଼ୁଥିବା ପକ୍ଷୀ ଏବଂ ପ୍ରତ୍ୟେକ ଜୀବିତ ପ୍ରାଣୀଙ୍କର ନାମ ରଖିଲା। କିନ୍ତୁ ତା’ ଭିତରୁ କାହାକୁ ତାଙ୍କର ଅନୁରୂପ ସହକାରିଣୀ ଭାବେ ବାଛି ପାରି ନ ଥିଲା।
21
ତା’ପରେ ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଘୋର ନିଦ୍ରାରେ ଶୁଆଇ ଦେଲେ। ସେ ତା’ର ଶରୀରରୁ ଖଣ୍ଡେ ପଞ୍ଜରା ନେଲେ ଏବଂ ସେହି କ୍ଷତ ବନ୍ଦ କରିଦେଲେ।
22
ସଦାପ୍ରଭୁ ପରମେଶ୍ୱର ମନୁଷ୍ୟର ପଞ୍ଜରା ହାଡ଼ରୁ ଏକ ସ୍ତ୍ରୀ ନିର୍ମାଣ କଲେ ଏବଂ ମନୁଷ୍ୟ ନିକଟକୁ ତାହାକୁ ଆଣିଲେ।
23
ସେହି ମନୁଷ୍ୟ କହିଲା, “ସେ ମୋ’ ପରି, ତା’ର ହାଡ଼ ମୋର ହାଡ଼ରୁ ଆସିଛି। ତା’ର ଶରୀର ମୋର ଶରୀରରୁ ଆସିଛି। ଯେହେତୁ ସେ ନରଠାରୁ ଆସିଛି, ତାହାର ନାମ ‘ନାରୀ।’”
24
ମନୁଷ୍ୟ ପିତାମାତାଙ୍କୁ ଛାଡ଼ି ସ୍ତ୍ରୀ ସହିତ ଏକତ୍ରିତ ହେବ। ଯେପରି ସେମାନେ ଏକ ବ୍ୟକ୍ତି, ଏହା ଏପରି ଭାବରେ ହେବ।
25
ମନୁଷ୍ୟ ଓ ତାଙ୍କର ସ୍ତ୍ରୀ ଉଲଗ୍ନ ଥିଲେ, କିନ୍ତୁ ସେମାନେ ଲଜ୍ଜାବୋଧ କରୁ ନ ଥିଲେ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 3 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50