bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Genesis 23
Genesis 23
Odia Bible ERV 2004 (ପବିତ୍ର ବାଇବଲ)
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 24 →
1
ସାରାର ମୃତ୍ୟୁ ସାରା 127 ବର୍ଷ ବଞ୍ଚିଲେ।
2
ସାରା କିଣାନ ଦେଶସ୍ଥ କିରିୟଥ-ଅର୍ବର ହିବ୍ରୋଣରେ ମଲେ। ଅବ୍ରହାମ ଏଥିପାଇଁ ମନ ଦୁଃଖ କଲେ ଓ କ୍ରନ୍ଦନ କଲେ।
3
ଏହା ପରେ ଅବ୍ରହାମ ସେହି ମୃତ ଦେହକୁ ଛାଡ଼ି ହେତରମାନଙ୍କୁ କହିଲେ। ସେ ସେମାନଙ୍କୁ କହିଲେ,
4
“ମୁଁ ତୁମ୍ଭମାନଙ୍କ ଦେଶରେ ଏକା ବିଦେଶୀ ଅଟେ। ମୋର ସ୍ତ୍ରୀକୁ କବର ଦେବା ପାଇଁ ସ୍ଥାନ ମୋର ନାହିଁ। ଦୟାକରି ମୋର ସ୍ତ୍ରୀ ପାଇଁ କବର ସ୍ଥାନରେ ମୋତେ ଅଧିକାର ଦିଅ।”
5
ହେତର ଲୋକମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ,
6
“ହେ ପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ପରମେଶ୍ୱରଙ୍କର ଏକମାତ୍ର ପରାକ୍ରାନ୍ତ। ତୁମ୍ଭେ ଆମ୍ଭମାନଙ୍କ କବର ସ୍ଥାନରେ ଯେକୌଣସି ସ୍ଥାନରେ କବର ଦେଇ ପାରିବ। ତୁମ୍ଭର ସ୍ତ୍ରୀଙ୍କ କବର ପାଇଁ ଆମ୍ଭେ କେହି ଅଟକାଇବୁ ନାହିଁ।”
7
ଅବ୍ରହାମ ଉଠି ସେହି ଲୋକମାନଙ୍କୁ ପ୍ରଣାମ କଲେ।
8
ଅବ୍ରହାମ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ମୋର ସ୍ତ୍ରୀକୁ କବର ଦେବା ପାଇଁ ସାହାଯ୍ୟ କରିବାକୁ ଗ୍ଭହୁଁଥାଅ। ତେବେ ତୁମ୍ଭେମାନେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କର।
9
ସେ ହୁଏତ ମକ୍ପେଲାର ଗୁମ୍ଫା ଉଚିତ୍ ମୂଲ୍ୟରେ ମୋତେ ବିକି ଦେବେ, ଯାହା ତାଙ୍କର ଅଛି, ତାଙ୍କର କ୍ଷେତର ଶେଷ ଭାଗରେ ଯାହା ଅଛି। ମୁଁ ଗ୍ଭହେଁ ତୁମ୍ଭେମାନେ ସମସ୍ତେ ଏହି ଦିଆନିଆର ସାକ୍ଷୀ ହୁଅ। ମୁଁ ଏହାକୁ କବର ସ୍ଥାନ ରୂପେ ବ୍ୟବହାର କରିବା ପାଇଁ କ୍ରୟ କରୁଛି।”
10
ସେହି ସମୟରେ ଇଫ୍ରୋଣ ସେହି ଲୋକମାନଙ୍କ ମଧ୍ୟରେ ବସିଥିଲା। ତେଣୁ ହେତର ଇଫ୍ରୋଣ ଆପଣା ନଗର ବହିଃଦ୍ୱାର ପ୍ରବେଶକାରୀ ହେତର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା।
11
“ନା ମୁନିବ, ସେପରି ହେବ ନାହିଁ। ମୋ’ କଥା ଶୁଣନ୍ତୁ ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି। ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି। ଆପଣ ନିଜ ସ୍ତ୍ରୀର ମୃତ ଦେହକୁ କବର ଦିଅନ୍ତୁ।”
12
ଅବ୍ରହାମ ହେତର ଲୋକମାନଙ୍କୁ ପ୍ରଣାମ କଲେ।
13
ଅବ୍ରହାମ ଇଫ୍ରୋଣକୁ ସମସ୍ତଙ୍କ ଆଗରେ କହିଲେ, “କିନ୍ତୁ ମୁଁ ତୁମ୍ଭକୁ ସେହି ସ୍ଥାନର ସମସ୍ତ ପଇସା ଦେବାକୁ ଗ୍ଭହୁଁଅଛି। ମୋର ଅର୍ଥକୁ ଗ୍ରହଣ କର। ଏବଂ ମୁଁ ମୋର ସ୍ତ୍ରୀର ମୃତ ଦେହକୁ କବର ଦେବି।”
14
ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲେ,
15
“ମହାଶୟ, ମୋର କଥା ଶୁଣନ୍ତୁ। ଭୂମି ଖଣ୍ଡକର ମୂଲ୍ୟ ତ ଗ୍ଭରିଶହ ଶେକଲ ରୂପା ଆପଣଙ୍କ ପାଇଁ ଓ ମୋ’ ପାଇଁ କିଛି ନୁହେଁ। ଭୂମି ଗ୍ରହଣ କରନ୍ତୁ ଏବଂ ଆପଣଙ୍କର ମୃତ ସ୍ତ୍ରୀକୁ କବର ଦିଅନ୍ତୁ।”
16
ଅବ୍ରହାମ ବୁଝି ପାରିଲେ ଯେ ଇଫ୍ରୋଣ ଜମିର ମୂଲ୍ୟ ବିଷୟରେ କଥା କହୁଛି। ତେଣୁ ଅବ୍ରହାମ ତାଙ୍କୁ ଜମିର ମୂଲ୍ୟ ଦେଲେ। ଯାହା ହେତୀୟମାନଙ୍କର ଥିଲା। ଅବ୍ରହାମ ଅଢ଼େଇ ପାଉଣ୍ଡ ରୂପା ସମସ୍ତଙ୍କ ସମ୍ମୁଖରେ ଇଫ୍ରୋଣକୁ ଦେଲେ।
17
ଏଣୁ ଇଫ୍ରୋଣ ସେହି ଭୂମିର ମାଲିକାନା ବଦଳାଇଲେ। ମମ୍ରି ପାଖରେ ଯେଉଁ ଜମି ମକ୍ପେଲାରେ ଥିବା ଗୁହା ପାର୍ଶ୍ୱ ଏବଂ ଚତୁର୍ପାର୍ଶ୍ୱରେ ଥିବା ବୃକ୍ଷଗୁଡ଼ିକ ଅବ୍ରହାମଙ୍କୁ ବିକାଗଲା। ଏହି ଚୁକ୍ତି ନଗର ଫାଟକରେ ହେତର ଲୋକମାନଙ୍କ ଆଗରେ କରାଗଲା।
19
ଏହା ପରେ ଅବ୍ରହାମ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ମମ୍ରିର ପାର୍ଶ୍ୱରେ ହେବ୍ରୋଣ ମଧ୍ୟରେ କିଣାନ ଦେଶରେ ନିଜର ସ୍ତ୍ରୀ ସାରାଙ୍କୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ଥିଲା।
20
ଏହି ପ୍ରକାରେ ଅବ୍ରହାମ ହେତରମାନଙ୍କଠାରୁ କ୍ଷେତ ଏବଂ ସେଥିରେ ଥିବା ଗୁମ୍ଫା କିଣିଲେ। ସେ ଏହାକୁ କବର ସ୍ଥାନ ରୂପେ ବ୍ୟବହାର କଲେ।
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 24 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50