Isaiah 33

Odia Bible ERV 2004 (ପବିତ୍ର ବାଇବଲ)

← Chapter 32 Chapter 34 →
21କାହିଁକି ଏସବୁ ହେବ? କାରଣ ପ୍ରବଳ ଶକ୍ତିମାନ ସଦାପ୍ରଭୁ ଆମ୍ଭମାନଙ୍କର ସହାୟକ ହେବେ। ସେ ସ୍ଥାନ ପ୍ରଶସ୍ତ ନଦନଦୀ ଓ ସ୍ରୋତ ସମୂହର ସ୍ଥାନ ହେବ। କିନ୍ତୁ ସେହି ନଦୀମାନଙ୍କରେ ଆହୁଲା ଯୁକ୍ତ କୌଣସି ନୌକା ଗତି କରିବ ନାହିଁ କି ଭୟଙ୍କର ଜାହାଜ ତାହାକୁ ଅତିକ୍ରମ କରିବ ନାହିଁ। ତୁମ୍ଭେମାନେ ସେହି ପୋତର ରଜ୍ଜୁ ଛାଡ଼ି ଦେବ। ତୁମ୍ଭେମାନେ ଜାହାଜର ମାସ୍ତୁଲକୁ ଶକ୍ତ କରିବ ନାହିଁ। ତୁମ୍ଭେମାନେ ତୁମ୍ଭର ଜାହାଜକୁ ଖୋଲିବାକୁ କ୍ଷମ ହେବ ନାହିଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଗ୍ଭରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାପକ, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କୁ ପରିତ୍ରାଣ କରିବେ। ତେଣୁ ସଦାପ୍ରଭୁ ଆମ୍ଭମାନଙ୍କୁ ବିପୁଳ ସମ୍ପଦ ଦେବେ। ଏପରିକି ଛୋଟ ଲୋକ ମଧ୍ୟ ଲୁଟିତ ସମ୍ପଦ ପାଇବ।
← Chapter 32 Chapter 34 →