bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Isaiah 45
Isaiah 45
Odia Bible ERV 2004 (ପବିତ୍ର ବାଇବଲ)
← Chapter 44
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 46 →
1
ଇସ୍ରାଏଲକୁ ମୁକ୍ତ କରିବାକୁ ପରମେଶ୍ୱର କୋରସକୁ ମନୋନୀତ କଲେ ସଦାପ୍ରଭୁ ନିଜ ଅଭିଷିକ୍ତ ବ୍ୟକ୍ତିର ଅର୍ଥାତ୍ କୋରସ୍ ବିଷୟରେ ଏହିକଥା କୁହନ୍ତି, “ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀକୁ ପରାସ୍ତ କରିବା ପାଇଁ ତାହାର ଦକ୍ଷିଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା। ପୁଣି ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାର ସବୁ ବନ୍ଦ ରହିବ ନାହିଁ।
2
ହେ କୋରସ୍, ଆମ୍ଭେ ତୁମ୍ଭ ଆଗେ ଆଗେ ଯିବା, ଉଚ୍ଚସ୍ଥାନକୁ ସମାନ କରିବା, ବ୍ରୋଞ୍ଜର କବାଟସବୁ ଭାଙ୍ଗି ପକାଇବା ଲୌହ ଅର୍ଗଳସବୁ କାଟି ପକାଇବା।
3
ପୁଣି ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା। ତାହାହେଲେ ତୁମ୍ଭେ ଜାଣିବ ଯେ ଆମ୍ଭେ ତୁମ୍ଭର ସଦାପ୍ରଭୁ ଓ ଆମ୍ଭେ ତୁମ୍ଭର ନାମ ଧରି ଆହ୍ୱାନ କରୁଥିଲୁ। ଆମ୍ଭେ ଇସ୍ରାଏଲର ପରମେଶ୍ୱର ଏହା ମଧ୍ୟ ତୁମ୍ଭେ ଜାଣି ପାରିବ।
4
ଆମ୍ଭେ ଆମ୍ଭର ଦାସ ଯାକୁବ ନିମନ୍ତେ ଓ ଆମ୍ଭ ମନୋନୀତ ଇସ୍ରାଏଲ ନିମନ୍ତେ ଏହିକାର୍ଯ୍ୟ କରୁଅଛୁ। ତେଣୁ ଆମ୍ଭେ କୋରସ୍ ନାମଧରି ଡାକୁଅଛୁ। ତୁମ୍ଭେ ଆମ୍ଭକୁ ନ ଜାଣିଲେ ମଧ୍ୟ ଆମ୍ଭେ ତୁମ୍ଭକୁ ସେହି ଉପାଧି ଦେଇଅଛୁ।
5
ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅଦ୍ୱିତୀୟ। ଆମ୍ଭ ବ୍ୟତୀତ ପରମେଶ୍ୱର କେହି ନାହାନ୍ତି। ତୁମ୍ଭେ ଆମ୍ଭକୁ ନ ଜାଣିଲେ ମଧ୍ୟ ଆମ୍ଭେ ତୁମ୍ଭକୁ ସୁଦୃଢ଼ କରିବା।
6
ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ସମସ୍ତ ଲୋକେ ଜାଣିବେ ଯେ ଆମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି। ଆମ୍ଭେ ସଦାପ୍ରଭୁ ଓ ଅଦ୍ୱିତୀୟ ଆଉ କେହି ନାହିଁ।
7
ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ୟ ସୃଷ୍ଟି କରୁ। ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ୟ ସୃଷ୍ଟି କରୁ। ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।
8
“ହେ ଆକାଶମଣ୍ଡଳ, ତୁମ୍ଭେ ବିଜୟ, ଧର୍ମ ଓ ନ୍ୟାୟ ମେଘ ଆକାରରେ ବର୍ଷଣ କର। ହେ ପୃଥିବୀ, ତୁମ୍ଭେ ବିଦୀର୍ଣ୍ଣ ହୁଅ; ପରିତ୍ରାଣ, ଧାର୍ମିକତା ଅଙ୍କୁରିତ ହେଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରୁଅଛୁ।
9
ପରମେଶ୍ୱର ତାଙ୍କ ସୃଷ୍ଟିକୁ ନିୟନ୍ତ୍ରଣ କରନ୍ତି “ଯେ ନିଜର ସୃଷ୍ଟିକର୍ତ୍ତାଙ୍କ ବିରୋଧରେ ଯାଏ ସେ ସନ୍ତାପର ପାତ୍ର। ଗୋଟିଏ ଭଗ୍ନ ପାତ୍ରର ତୁମ୍ଭେ ଏକ ଖପରା ସଦୃଶ। ମୃତ୍ତିକା କ’ଣ ତା’ର ନିର୍ମାଣକର୍ତ୍ତା ସହ ଯୁକ୍ତି କରିବ, ‘ମୋତେ କାହିଁକି ନିର୍ମାଣ କରୁଛ?’ ସେହିପରି ତୁମ୍ଭର କର୍ମ କ’ଣ କହିବ ତୁମ୍ଭର ହାତ ନାହିଁ।
10
ପିତା ସନ୍ତାନମାନଙ୍କୁ ଜନ୍ମ ଦିଏ, କିନ୍ତୁ ସନ୍ତାନମାନେ କ’ଣ ପିତାକୁ ପ୍ରଶ୍ନ କରୁଛନ୍ତି। ‘ତୁମ୍ଭେ ଆମ୍ଭକୁ କାହିଁକି ଜୀବନ ଦେଇଛ?’ ସେମାନେ ମଧ୍ୟ ତାଙ୍କର ମାକୁ ‘କାହିଁକି ପ୍ରସବ କରୁଅଛ ବୋଲି ପ୍ରଶ୍ନ କରନ୍ତି ନାହିଁ। ତେଣୁ ଯେ ପ୍ରଶ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର।”’
11
ସଦାପ୍ରଭୁ ଯେ ଇସ୍ରାଏଲର ଧର୍ମସ୍ୱରୂପ ଓ ନିର୍ମାଣ କର୍ତ୍ତା, ସେ ଏହି କଥା କୁହନ୍ତି, “ହେ ମୋର ସନ୍ତାନଗଣ, ତୁମ୍ଭେମାନେ ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଗ୍ଭର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣ ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।
12
ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ପୃଥିବୀସ୍ଥ ସମସ୍ତ ବାସିନ୍ଦାଙ୍କୁ ସୃଷ୍ଟି କରିଅଛୁ। ଆମ୍ଭେ ସ୍ୱହସ୍ତ ନିର୍ମିତ ଆକାଶମଣ୍ଡଳକୁ ବିସ୍ତାର କରିଅଛୁ ଓ ତହିଁରେ ସକଳ ସୈନ୍ୟସାମନ୍ତଙ୍କୁ ଆମ୍ଭେ ଆଜ୍ଞା ଦେଇଅଛୁ।
13
ଆମ୍ଭେ ତାଙ୍କୁ ଭଲ କାର୍ଯ୍ୟ ଉଦ୍ଦେଶ୍ୟରେ ଜାଗରିତ କରୁ, ସେ ଆମ୍ଭର ନଗର ନିର୍ମାଣ କରିବ। ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ମୁକ୍ତ କରିବ। ସେଥିପାଇଁ ସେ କୌଣସି ମୂଲ୍ୟ ବା ପୁରସ୍କାର ଆମ୍ଭଠାରୁ ନେବ ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କୁହନ୍ତି।
14
ସଦାପ୍ରଭୁ କୁହନ୍ତି, “ମିଶରର ସମ୍ପଦ, କୂଶର ବାଣିଜ୍ୟର ଲାଭ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ। ସେମାନେ ତୁମ୍ଭର ଅନୁସରଣ କରିବେ। ସେମାନେ ହସ୍ତରେ ଶୃଙ୍ଖଳାବଦ୍ଧ ହୋଇ ଆସିବେ, ପୁଣି ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ପ୍ରକୃତରେ ଇସ୍ରାଏଲର ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି, ତାଙ୍କ ବିନା ଆଉ କେହି ପରମେଶ୍ୱର ନାହାନ୍ତି ଓ ତାଙ୍କ ବ୍ୟତୀତ ଆଉ କେହି ମଧ୍ୟ ନାହାନ୍ତି।’”
15
ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମା ଗୋପନକାରୀ ପରମେଶ୍ୱର ଅଟ।,
16
ସେମାନେ ସମସ୍ତେ ଲଜ୍ଜିତ ଓ ଲାଞ୍ଚିତ ହେବେ। ପ୍ରତିମା ନିର୍ମାଣକାରୀ ସମସ୍ତେ ଏକା ସଙ୍ଗେ ଅପମାନିତ ହେବେ।
17
ମାତ୍ର ଇସ୍ରାଏଲ ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପାଇବ; ତୁମ୍ଭେମାନେ ଯୁଗ ଯୁଗାନ୍ତ ଯାଏ ଲଜ୍ଜିତ କିମ୍ବା ବିବ୍ରତ ହେବ ନାହିଁ।
18
ସଦାପ୍ରଭୁ ହିଁ ପରମେଶ୍ୱର, ସେ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା, ସେ ପୃଥିବୀର ମଧ୍ୟ ନିର୍ମାଣକାରୀ, ସେ ଏହାକୁ ସ୍ଥାପନ କଲେ, ସେ ତାକୁ ଶୂନ୍ୟପରି ସୃଷ୍ଟି କଲେ ନାହିଁ। ସେ ତାକୁ ବସତି ପାଇଁ ସ୍ଥାପନ କଲେ। “ତେଣୁ ତାଙ୍କ ବିନା ଅନ୍ୟ ପରମେଶ୍ୱର କେହି ନାହାନ୍ତି।
19
ଆମ୍ଭେ ଗୋପନରେ କହି ନାହୁଁ କିମ୍ବା ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ। ଏହା ଆମ୍ଭେ ଯାକୁବ ପରିବାରକୁ କହି ନାହୁଁ; ତୁମ୍ଭେ ମୋତେ ନଗଣ୍ୟ ଭାବରେ ଅନୁସରଣ କର। ମୁଁ ସଦାପ୍ରଭୁ, ମୁଁ ସତ୍ୟ କହେ, ମୁଁ ନ୍ୟାୟ କହେ ଏବଂ ସରଳ କଥା କହେ।”
20
The Lord Proves He Is the Only God “ହେ ନାନା ଦେଶୀୟ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ରିତ ହୋଇ ଆସ। ଏକ ସଙ୍ଗେ ନିକଟକୁ ଆସ। ଯେଉଁମାନେ ନିଜର ଖୋଦିତ ପ୍ରତିମାର କାଠ ବହନ କରି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।
21
ତୁମ୍ଭେମାନେ ଆସ ଓ ତାହା ଉପସ୍ଥିତ କର; ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ। ବହୁକାଳରୁ “କିଏ ଏହା ଜଣାଇ ଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କ’ଣ ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହାନ୍ତି। ଆମ୍ଭେ ଧର୍ମଗୀତ ପରମେଶ୍ୱର ଓ ତ୍ରାଣକର୍ତ୍ତା, ଆମ୍ଭ ଛଡ଼ା ଆଉ କେହି ନାହିଁ।
22
ହେ ପୃଥିବୀ ପ୍ରାନ୍ତସ୍ଥ ସମସ୍ତ ଲୋକ, ତୁମ୍ଭେମାନେ ଆମ୍ଭ ପ୍ରତି ଦୃଷ୍ଟି କର ଓ ପରିତ୍ରାଣ ପ୍ରାପ୍ତ ହୁଅ। କାରଣ ଆମ୍ଭେ ପରମେଶ୍ୱର ଓ ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ।
23
“ଆମ୍ଭେ ଆପଣା ନାମ ଦେଇ ଶପଥ କରିଅଛୁ ଓ ଯେଉଁ ଧର୍ମମୟବାଣୀ ଆମ୍ଭ ମୁଖରୁ ନିର୍ଗତ ହୋଇଛି, ତାହା ଅନ୍ୟଥା ହେବ ନାହିଁ। ଆମ୍ଭ ସମ୍ମୁଖରେ ପ୍ରତ୍ୟେକ ଜାନୁ ନତ ହେବେ ଓ ପ୍ରତ୍ୟେକ ଜିହ୍ୱା ଶପଥ କରିବ।
24
ତାହାହେଲେ ଲୋକେ କହିବେ, ‘କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।’” ତାଙ୍କ ନିକଟକୁ ସେମାନେ ଆସିବେ। ଯେଉଁମାନେ ତାଙ୍କ ଉପରେ କ୍ରୋଧ କରିଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।
25
ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧର୍ମପ୍ରାପ୍ତ ହେବେ ଓ ଦର୍ପ କରିବେ।
← Chapter 44
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 46 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66