bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Jeremiah 13
Jeremiah 13
Odia Bible ERV 2004 (ପବିତ୍ର ବାଇବଲ)
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 14 →
1
ପଟୁକାର ସଙ୍କେତ ସଦାପ୍ରଭୁ ମୋତେ ଏହା କହିଲେ: “ତୁମ୍ଭେ ଏକ ମୋଟା ନାଇଲନ୍ ବସ୍ତ୍ର କିଣ ଓ ତାହା ଆପଣା କଟି ଦେଶରେ ବାନ୍ଧ ଓ ତାକୁ ଓଦା କର ନାହିଁ।”
2
ତେଣୁ ସଦାପ୍ରଭୁଙ୍କ କହିବା ଅନୁସାରେ ମୁଁ ଏକ ପଟୁକା କିଣି ଆପଣା କଟି ଦେଶରେ ବାନ୍ଧିଲି।
3
ଅନ୍ତର ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।
4
“ହେ ଯିରିମିୟ, ତୁମ୍ଭେ କଟି ଦେଶରେ ଯେଉଁ ପଟୁକା କିଣି ପିନ୍ଧିଛ, ତାହା ନେଇ ଫରାତ୍ ନଦୀ ନିକଟକୁ ଯାଇ ସେଠାସ୍ଥିତ ଏକ ପଥର ତଳେ ଲୁଗ୍ଭଇ ରଖ।”
5
ତେଣୁ ସଦାପ୍ରଭୁଙ୍କ କହିବାନୁସାରେ ମୁଁ ଫରାତ୍ ନଦୀ ନିକଟରେ ତାହା ଲୁଗ୍ଭଇ ରଖିଲି।
6
ପୁଣି ଅନେକ ଦିନପରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଫରାତ୍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଗ୍ଭଇ ରଖିବା ପାଇଁ ଆମ୍ଭେ ଆଜ୍ଞା କରିଥିଲୁ, ତାହା ସେଠାରୁ ନିଅ।”
7
ତେଣୁ ମୁଁ ଫରାତ୍ ନଦୀ ନିକଟକୁ ଯାଇ ସେହି ପଥର ତଳ ଖୋଳି ଲୁଗ୍ଭଇ ରଖିଥିବା ପଟୁକା କାଢ଼ିଲି। ଆଉ ଦେଖ! ତାହା ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା, ତାହା ପିନ୍ଧିବା ଯୋଗ୍ୟ ନ ଥିଲା।
8
ତା’ପରେ ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।
9
ସଦାପ୍ରଭୁ କହିଲେ, “ଯେପରି ପଟୁକା ଧ୍ୱଂସ ପାଇଲା ସେହିପରି ଆମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କର ଦର୍ପ ଚୂର୍ଣ୍ଣ କରିବା।
10
ଯିହୁଦାର ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ହୁଅନ୍ତି ଓ ଆପଣା ଅନ୍ତଃକରଣରେ ଅବାଧ୍ୟ ହୋଇ ଗ୍ଭଲନ୍ତି ଆଉ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।”
11
କାରଣ ସଦାପ୍ରଭୁ କହନ୍ତି, “ମନୁଷ୍ୟର କଟି ଦେଶରେ ପଟୁକା ଯେପରି ସଂଲଗ୍ନ ଥାଏ, ସେହିପରି ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା ବଂଶକୁ ଆମ୍ଭର ଲୋକ ହୋଇ ଆମ୍ଭ ପାଇଁ କୀର୍ତ୍ତି, ପ୍ରଶଂସା ଓ ଗୌରବ ଆଣିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ। ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।”
12
ଯିହୁଦାକୁ ସତର୍କବାଣୀ “ସଦାପ୍ରଭୁ, ‘ଇସ୍ରାଏଲର ପରମେଶ୍ୱର ଯିରିମିୟକୁ ଏହା କହିଲେ, ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ କୁହ, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ,’ ତା’ପରେ ସେମାନେ ତୁମ୍ଭକୁ କହିବେ, ‘ଆମ୍ଭେ କ’ଣ ଜାଣୁ ନାହୁଁ ଯେ, ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ ହେବ?’
13
ତା’ପରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହା କହନ୍ତି, ଦେଖ! ସମସ୍ତ ଦେଶବାସୀଙ୍କୁ, ଦାଉଦର ଭବିଷ୍ୟଦ୍ ବଂଶଧରମାନଙ୍କୁ ସମସ୍ତ ଯାଜକଗଣଙ୍କୁ, ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ଏବଂ ଯିରୁଶାଲମ ନିବାସୀଙ୍କୁ ଆମ୍ଭେ ମାତାଲ ଲୋକମାନଙ୍କ ପରି ଅସହାୟ କରିବା।
14
ପୁଣି ଆମ୍ଭେ ସେମାନଙ୍କର ଜଣକୁ ଅନ୍ୟ ଜଣ ଉପରେ କଗ୍ଭଡ଼ିବା। ଏପରିକି ପିତୃଗଣକୁ ପୁତ୍ରମାନଙ୍କ ଉପରେ ଏକ ସଙ୍ଗେ କଗ୍ଭଡ଼ିବା।”’ଏହା ସଦାପ୍ରଭୁ କହନ୍ତି, “‘ଆମ୍ଭେ ସେମାନଙ୍କ ପ୍ରତି ଦୟା, ଅନୁକମ୍ପା ଓ କରୁଣା ନ ଦେଖାଇ ସେମାନଙ୍କୁ ବିନଷ୍ଟ କରିବା।”’
15
ତୁମ୍ଭେମାନେ ସବୁ ଶୁଣ ଓ କର୍ଣ୍ଣପାତ କର, ଅହଙ୍କାର କର ନାହିଁ। କାରଣ ସଦାପ୍ରଭୁ ଏହା କହି ଅଛନ୍ତି।
16
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ସମ୍ମାନ ଦିଅ ଓ ତାଙ୍କର ଗୌରବ ଗାନ କର। ସେ ଅନ୍ଧକାର ଆଣିବା ପୂର୍ବରୁ, ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କର ପାଦ ଝୁଣ୍ଟିବା ପୂର୍ବରୁ, ସେ ମୃତ୍ୟୁଚ୍ଛାୟା ଓ ଘୋର ଅନ୍ଧକାର ଆଣିବା ପୂର୍ବରୁ, ଆଲୁଅର ଅପେକ୍ଷାରେ ତୁମ୍ଭେମାନେ ତାଙ୍କର ପ୍ରଶଂସା କର।
17
କିନ୍ତୁ ଯଦି ତୁମ୍ଭେମାନେ ଏ କଥା ନ ଶୁଣ, ତୁମ୍ଭେମାନେ ଅହଙ୍କାରୀ ବୋଲି ମୁଁ ଚୁପ୍ଗ୍ଭପ୍ କାନ୍ଦିବି। ମୁଁ ମଧ୍ୟ ଜୋର୍ରେ କାନ୍ଦିବି ଏବଂ ମୋର ଚକ୍ଷୁ ଅଶ୍ରୁରେ ପୂର୍ଣ୍ଣ ହେବ। କାରଣ ସଦାପ୍ରଭୁଙ୍କର ଲୋକମାନେ ବନ୍ଦୀ ହୋଇଛନ୍ତି।
18
ତୁମ୍ଭେ ରାଜାଙ୍କୁ ଓ ରାଣୀଙ୍କୁ କୁହ, “ତୁମ୍ଭେମାନେ ନିଜକୁ ନମ୍ର କର, କାରଣ ତୁମ୍ଭମାନଙ୍କର ରାଜମୁକୁଟ ମସ୍ତକରୁ ଭୂପତିତ ହୋଇଅଛି।”
19
ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହାକୁ ଫିଟାଇବାକୁ କେହି ନାହିଁ। ସମଗ୍ର ଯିହୁଦା ନିର୍ବାସିତ ହୋଇଛନ୍ତି। ସେମାନେ ସମସ୍ତେ ବନ୍ଦୀରୂପେ ଉପନୀତ ହୋଇଛନ୍ତି।
20
ହେ ଯିରୁଶାଲମ, ତୁମ୍ଭେମାନେ ଉତ୍ତର ଦିଗରୁ ଆସୁଥିବା ଲୋକମାନଙ୍କୁ ଚକ୍ଷୁ ମେଲି ଦେଖ, ତୁମ୍ଭକୁ ଯେଉଁ, ସୁନ୍ଦର ପଲ ଦତ୍ତ ହୋଇଥିଲା, ତୁମ୍ଭର ସେ ପଲ କାହିଁ?
21
ତୁମ୍ଭେମାନେ କ’ଣ କହିବ ଯେତେବେଳେ ସଦାପ୍ରଭୁ ସେହି ଲୋକମାନଙ୍କୁ ତୁମ୍ଭମାନଙ୍କ ଉପରେ ନିଯୁକ୍ତି କରିବେ ଯେଉଁମାନଙ୍କୁ ତୁମ୍ଭର ମିତ୍ର ହେବା ପାଇଁ ଶିକ୍ଷା ଦିଆଯାଇଥିଲା। ପ୍ରସବ କାଳୀନ ସ୍ତ୍ରୀଲୋକର ବେଦନା ତୁଲ୍ୟ ତୁମ୍ଭେମାନେ ଅନୁଭବ କରିବ, ନୁହେଁ କି?
22
ଯଦି ତୁମ୍ଭେ ନିଜକୁ ପଗ୍ଭରିବ, “ଏହି ଦଶା ମୋ’ ପ୍ରତି କାହିଁକି ଘଟିଲା,” ତେବେ ଉତ୍ତରରେ କୁହାଯିବ ତୁମ୍ଭର ପାପ ଅଧିକ ହେବା ଯୋଗୁଁ ଏହା ହେଲା। ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ପାଦକୁ କଷ୍ଟ ଦିଆଯାଇଅଛି।
23
ଜଣେ କୃଷ୍ଣକାୟ କ’ଣ ଆପଣା ଚର୍ମର ବର୍ଣ୍ଣ ବଦଳାଇ ପାରିବ ଓ ଚିତାବାଘ କ’ଣ ନିଜର ଦେହର ଛାପ ବଦଳାଇ ପାରିବ? ତେଣୁ ହେ ଯିରୁଶାଲମ, ତୁମ୍ଭେ ସର୍ବଦା କୁକର୍ମ କରିବାରେ ଅଭ୍ୟସ୍ତ, ତୁମ୍ଭେ କେବେ ସୁକର୍ମ କରି ପାରିବ ନାହିଁ।
24
“ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ପ୍ରାନ୍ତରସ୍ଥ ବାୟୁରେ ଧୂଷ ଉଡ଼ିଲାପରି ତୁମ୍ଭମାନଙ୍କ ଘରୁ ତଡ଼ିଦେଇ ଏଣେ ତେଣେ ଛିନ୍ନଭିନ୍ନ କରିଦେବୁ।”
25
ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପାଇଁ ଆମ୍ଭେ ଏହି ଭାଗମାପ କଲୁ। କାରଣ ତୁମ୍ଭେମାନେ ମୋତେ ପାଶୋରିଲ ଓ ମିଥ୍ୟା ଦେବଗଣରେ ବିଶ୍ୱାସ କଲ।
26
ଏ ନିମନ୍ତେ ଏହା ଆମ୍ଭେ ଯିଏ କି ତୁମ୍ଭ ବସ୍ତ୍ରାଞ୍ଚଳ ତୁମ୍ଭ ମୁହଁକୁ ଟେକିଥିଲୁ, ଯାହାଫଳରେ ସମସ୍ତେ ତୁମ୍ଭମାନଙ୍କର ନଗ୍ନତା ଦେଖି ପାରି ନ ଥିଲେ।
27
ଆମ୍ଭେ ପର୍ବତଗୁଡ଼ିକ ଉପରେ ତୁମ୍ଭର ଘୃଣ୍ୟକର୍ମ, ବ୍ୟଭିଗ୍ଭର, ହିଁ ହିଁ ହେବାର ଶବ୍ଦ ଓ ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ଯିରୁଶାଲମ, ଦୁଃଖ ପାଉ। ତୁମ୍ଭେ ସୁପଥକୁ ଆସିବାକୁ ଚେଷ୍ଟା କରୁ ନାହଁ। କେତେକାଳ ଏହି ପାପକର୍ମ କରିଗ୍ଭଲିବ?”
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 14 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52