bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Job 11
Job 11
Odia Bible ERV 2004 (ପବିତ୍ର ବାଇବଲ)
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 12 →
1
ସୋଫର ଆୟୁବକୁ ଉତ୍ତର ଦେଲା ଏହା ପରେ ନାମାଥୀୟ ସୋଫର ଆୟୁବକୁ ଉତ୍ତର ଦେଇ କହିଲା।
2
“ଏତେ ଶବ୍ଦର ବନ୍ୟାର କିଛି ଉତ୍ତର ଦିଆଯିବ ନାହିଁ କି? ଏହା କ’ଣ ଆୟୁବର ନିର୍ଦ୍ଦୋଷତା ପ୍ରମାଣ କରୁଛି? ନାଁ।
3
ତୁମ୍ଭେ କ’ଣ ଭାବୁଛ ଆୟୁବ ଆମ୍ଭ ପାଖରେ ତୁମ୍ଭକୁ ଉତ୍ତର ଦେବାକୁ କିଛି ନାହିଁ? ତୁମ୍ଭେ ପରମେଶ୍ୱରଙ୍କୁ ପରିହାସ କଲ, ଲୋକେ କ’ଣ ତୁମ୍ଭକୁ ଚେତାବନୀ ନ ଶୁଣାଇ ନୀରବରେ ତାହା ସହ୍ୟ କରିବେ?
4
ଆୟୁବ ତୁମ୍ଭେ ପରମେଶ୍ୱରଙ୍କୁ କହୁଛ, ‘ମୋର ଯୁକ୍ତିତର୍କ ସବୁ ଠିକ୍ ଏବଂ ମୁଁ ତୁମ୍ଭ ଦୃଷ୍ଟିରେ ପବିତ୍ର।’
5
ଆୟୁବ, ଆହା ସତରେ ଯଦି ପରମେଶ୍ୱର ତୁମ୍ଭକୁ କଥା କହନ୍ତେ ଏବଂ tell you that you are wrong।
6
ପରମେଶ୍ୱର ତୁମ୍ଭକୁ ଜ୍ଞାନର ନିଗୂଢ଼ ରହସ୍ୟ ବିଷୟରେ କହନ୍ତେ ଏବଂ ସେ କହି ପାରନ୍ତେ କିପରି ଗୋଟିଏ ଗପର ଦୁଇଟି ପାଖ ରହିଛି। ଆୟୁବ ତୁମ୍ଭେ ଶୁଣ, ପରମେଶ୍ୱର ତୁମ୍ଭକୁ ଦଣ୍ଡ ଦେଉ ନାହାନ୍ତି, ଯେତିକି ସେ ତୁମ୍ଭକୁ ଦେବା କଥା।
7
ଆୟୁବ, “ତୁମ୍ଭେ କ’ଣ ସତରେ ପରମେଶ୍ୱରଙ୍କୁ ବୁଝିଅଛ? ତୁମ୍ଭେ କ’ଣ ସତରେ ସର୍ବଶକ୍ତିମାନ ପ୍ରଭୁଙ୍କର ସୀମା ବୁଝିପାରୁଛ?
8
ସେଗୁଡ଼ିକ ସ୍ୱର୍ଗ ଅପେକ୍ଷା ଉଚ୍ଚରେ। ସେଗୁଡ଼ିକ ବିଷୟରେ ତୁମ୍ଭେ କ’ଣ କରି ପାରିବ? ସେଗୁଡ଼ିକ କବର ଅପେକ୍ଷା ଗଭୀର। ତୁମ୍ଭେ ସେହି ବିଷୟରେ କ’ଣ ଜାଣ?
9
ପରମେଶ୍ୱର ପୃଥିବୀଠାରୁ ଉଚ୍ଚ ଗରୀୟାନ ସମୁଦ୍ରଠାରୁ ଆହୁରି ଗଭୀର।
10
“ଯଦି ପରମେଶ୍ୱର ତୁମ୍ଭକୁ ବନ୍ଦୀକରି ବିଗ୍ଭର ସଭାରେ ଉପସ୍ଥାପିତ କରାନ୍ତି, କିଏ ତାକୁ ବାରଣ କରିବ?
11
ସତରେ ପରମେଶ୍ୱର ଜାଣନ୍ତି କିଏ ଅଯୋଗ୍ୟ। ପରମେଶ୍ୱର ଯେତେବେଳେ ମନ୍ଦ ବିଷୟ ଦେଖନ୍ତି, ସେ ତାହା ମନେ ପକାନ୍ତି।
12
ଗୋଟାଏ ବଣୁଆ ଗଧ ମଣିଷକୁ ଜନ୍ମ ଦେଇପାରେ ନାହିଁ। ଜଣେ ବୋକା କେବେ ଜ୍ଞାନୀ ହୋଇ ପାରିବ ନାହିଁ।
13
କିନ୍ତୁ ଆୟୁବ ତୁମ୍ଭେ ଯଥାର୍ଥରୂପେ ଅନ୍ତରର ସହିତ ପରମେଶ୍ୱରଙ୍କ ସେବା ପାଇଁ ପ୍ରସ୍ତୁତ ହେବା ଉଚିତ୍। ଏବଂ ତାଙ୍କ ଉପାସନା ପାଇଁ ତୁମ୍ଭର ଦୁଇ ହାତ ପ୍ରସାରିତ କର।
14
ଯଦି ତୁମ୍ଭ ହାତରେ ପାପ ବା ଅଧର୍ମ ଥାଏ, ତା’ହେଲେ ତାକୁ ଦୂର କର ଓ ଅନ୍ୟାୟକୁ ତୁମ୍ଭ ଗୃହରେ ବାସ କରିବାକୁ ଦିଅ ନାହିଁ।
15
ତା’ପରେ ତୁମ୍ଭେ ଲଜ୍ଜାରହିତ ହୋଇ ପରମେଶ୍ୱରଙ୍କୁ ଦେଖି ପାରିବ ଏବଂ ତୁମ୍ଭେ ବିନା ଭୟରେ ପରମେଶ୍ୱରଙ୍କ ଆଗରେ ଶକ୍ତିଶାଳୀ ହୋଇ ଛିଡ଼ା ହୋଇ ପାରିବ।
16
ତା’ପରେ ତୁମ୍ଭେ ତୁମ୍ଭର ବିପଦକୁ ଭୁଲିଯିବ। ବହିଗଲା ଜଳ ପରି ତୁମ୍ଭର ସମସ୍ତ ଦୁଃଖ ଦୂର ହୋଇଯିବ।
17
ତା’ପରେ ତୁମ୍ଭର ଜୀବନ ମଧ୍ୟାହ୍ନର ସୂର୍ଯ୍ୟ କିରଣଠାରୁ ଆହୁରି ନିର୍ମଳ ହେବ। ଜୀବନର ଅନ୍ଧକାରମୟ ସମୟଗୁଡ଼ିକ ପ୍ରଭାତର ସୂର୍ଯ୍ୟ ତୁଲ୍ୟ ଚକ୍ଚକ୍ ହେବ।
18
ପରମେଶ୍ୱର ତୁମ୍ଭର ଯତ୍ନ ନେବେ ଏବଂ ତୁମ୍ଭକୁ ଶାନ୍ତି ଦେବେ। ତା’ପରେ ତୁମ୍ଭେ ତୁମ୍ଭର ଚତୁର୍ପାର୍ଶ୍ୱକୁ ଅନାଇବ ଏବଂ ନିରାପଦରେ ବିଶ୍ରାମ ନେବ।
19
ତୁମ୍ଭେ ଶାନ୍ତିରେ ଶୋଇ ପାରିବ! କେହି ତୁମ୍ଭକୁ ବିବ୍ରତ କରି ପାରିବେ ନାହିଁ। ତୁମ୍ଭର ସାହାଯ୍ୟ ପାଇଁ ବହୁ ଲୋକ ତୁମ୍ଭ ନିକଟକୁ ଆସିବେ।
20
ଦୁଷ୍ଟ ଲୋକମାନଙ୍କର ଚକ୍ଷୁ ସେମାନଙ୍କୁ ବିଫଳତା ଦେବ। ଦୁଷ୍ଟ ଲୋକ ସାହାଯ୍ୟ ପାଇଁ ହାତ ବଢ଼ାଇ ପାରନ୍ତି, କିନ୍ତୁ ସେମାନେ ତାଙ୍କ ଅସୁବିଧାରୁ ରକ୍ଷା ପାଇ ପାରିବେ ନାହିଁ। ସେମାନଙ୍କର ଆଶା କେବଳ ମୃତ୍ୟୁ ଆଡ଼କୁ ନେଇଯାଏ।”
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 12 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42