bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Job 8
Job 8
Odia Bible ERV 2004 (ପବିତ୍ର ବାଇବଲ)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 9 →
1
ବିଲଦଦ୍ ଆୟୁବକୁ ଉତ୍ତର ଦେଲା ଶୂହୀୟ ବିଲ୍ଦଦ୍ ଉତ୍ତର ଦେଇ କହିଲା,
2
“ତୁମ୍ଭେ କେତେକାଳ ଏହିପରି କଥା କହିବ? ତୁମ୍ଭର କଥାସବୁ ପ୍ରବଳ ବାୟୁ ତୁଲ୍ୟ ଅଟେ।
3
ପରମେଶ୍ୱର କ’ଣ ବିଗ୍ଭରର ବିପରୀତ କରନ୍ତି କି? ଅଥବା ସର୍ବଶକ୍ତିମାନ ନ୍ୟାୟର ବିପରୀତ କରନ୍ତି କି?
4
ଯଦି ତୁମ୍ଭର ପୁତ୍ରକନ୍ୟାଗଣ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛନ୍ତି, ସେଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅପରାଧ ପାଇଁ ଶାସ୍ତି ପ୍ରଦାନ କରିଛନ୍ତି।
5
କିନ୍ତୁ ବର୍ତ୍ତମାନ ଆୟୁବ ତୁମ୍ଭେ ପରମେଶ୍ୱରଙ୍କୁ ଦେଖ ଏବଂ ସେହି ସର୍ବଶକ୍ତିମାନ ପରମେଶ୍ୱରଙ୍କୁ ପ୍ରାର୍ଥନା କର।
6
ଯଦି ତୁମ୍ଭେ ଶୁଦ୍ଧ ଓ ନିର୍ଦ୍ଦୋଷ ତେବେ, ସେ ନିଶ୍ଚିତ ଭାବରେ ତୁମ୍ଭକୁ ସାହାଯ୍ୟ କରିବେ ଏବଂ ତୁମ୍ଭର ଯଥାର୍ଥ ବାସସ୍ଥାନକୁ ପୁନଃସ୍ଥାପନ କରିବେ।
7
ତୁମ୍ଭର ପ୍ରଥମ ଅବସ୍ଥା ଯାହା ଥିଲା ତାହାଠାରୁ ତୁମ୍ଭକୁ ସେ ଅଧିକ ଉନ୍ନତ କରିବେ।
8
“ପ୍ରାଚୀନ କାଳର ଲୋକମାନଙ୍କୁ ପଗ୍ଭର ଓ ସେମାନଙ୍କ ପୂର୍ବପୁରୁଷମାନେ ସେମାନଙ୍କୁ ଯାହା ଶିକ୍ଷା ଦେଇଥିଲେ, ତାକୁ ମନୋଯୋଗ ଦେଇ ଶୁଣ।
9
ଯାହା ଦେଖାଯାଉଛି, ସତେ ଯେମିତି ଆମ୍ଭେ ଗତକାଲି ଜନ୍ମ ଗ୍ରହଣ କରିଛୁ। ଆମ୍ଭେ କିଛି ଜାଣି ନାହୁଁ ପୃଥିବୀରେ ଆମ୍ଭର ଦିନ ଛାୟା ପରି।
10
ସେହି ପୂର୍ବର ଲୋକମାନେ ତୁମ୍ଭକୁ ଶିକ୍ଷା ଦେବେ। ସେମାନେ ଯାହା ଶିକ୍ଷା କରିଥିଲେ, ତୁମ୍ଭକୁ ତାହା ଶିକ୍ଷା ଦେବେ।
11
ବିଲଦଦ୍ ଉତ୍ତର ଦେଲା, “ଶୁଖିଲା ଭୂମିରେ କ’ଣ ନଳବଣ ବଢ଼ିପାରେ? ଜଳବିନା କ’ଣ ସନ୍ତରା ବଢ଼ିପାରେ।
12
ଯଦି ଜଳ ଶୁଖିଯାଏ, ସେହିସବୁ ବୃକ୍ଷ ମଧ୍ୟ ଶୁଖିଯିବ, ଏପରିକି ଯେତେବେଳେ ସେମାନେ ବଢ଼ୁଥିଲା ବେଳେ ଅନ୍ୟ କୌଣସି ବୃକ୍ଷ ପୂର୍ବରୁ ସେମାନେ ଶୁଖି ଯାଆନ୍ତି।
13
ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଭୁଲି ଯାଆନ୍ତି ସେମାନେ ସେହି ଘାସ ସଦୃଶ। ପରମେଶ୍ୱରଙ୍କୁ ଭୁଲି ଯାଇଥିବା ଲୋକର କୌଣସି ଆଶା ନ ଥାଏ।
14
ସେ ଲୋକର ଆଉ ଯିବା ପାଇଁ କିଛି ନାହିଁ। ତା’ର ସୁରକ୍ଷା ବୁଢ଼ିଆଣୀର ଜାଲପରି।
15
ସେ ଯଦି ତା’ ଉପରେ ଆଉଜି ପଡ଼େ, ତାହା ଛିଣ୍ଡିଯିବ। ସେ ତାକୁ ଧରି ରଖିଲେ ଏହା ତାକୁ ଧରି ରଖି ପାରିବ ନାହିଁ।
16
ସେହି ବ୍ୟକ୍ତି ଏକ ଲତା ସଦୃଶ ଯିଏ ପ୍ରଚୁର ପାଣି ଓ ସୂର୍ଯ୍ୟ କିରଣରେ ବଢ଼େ। ତାହାର ଶାଖା ପ୍ରଶାଖା ସମସ୍ତ ଉଦ୍ୟାନରେ ବ୍ୟାପି ଥାଏ।
17
ଏହା ତା’ର ଚେର ଦ୍ୱାରା ଗଦାଏ ପଥରକୁ ଗୁଡ଼ାଇ ଦିଏ।
18
ଯଦି ସେହି ଲତାକୁ ତା’ର ନିଜ ସ୍ଥାନରୁ ବିଚ୍ୟୁତ କରାଯାଏ ଏହା ମରିଯିବ ଏବଂ କେହି ଜାଣି ପାରିବେ ନାହିଁ। ପୂର୍ବରୁ ଏପରି ଏକ ଲତା ଏଠାରେ ଥିଲା।
19
କିନ୍ତୁ ସେ ଗଛ ଖୁସୀ ଥିଲା। ତାହା ଜାଗାରେ ଅନ୍ୟ ଏକ ଲତା ମାଡ଼ିବ।
20
ପରମେଶ୍ୱର ଅନ୍ୟାୟସବୁକୁ କେବେ ପ୍ରତ୍ୟାଖ୍ୟାନ କରନ୍ତି ନାହିଁ କି ଦୁଷ୍ଟ ଲୋକକୁ ସାହାଯ୍ୟ କରନ୍ତି ନାହିଁ।
21
ପରମେଶ୍ୱର ପୁଣି ତୁମ୍ଭ ମୁଖରେ ହସ ଫୁଟାଇବେ। ତୁମ୍ଭେ ଓଠରେ ଖୁସୀର ଶବ୍ଦ ଭରି ଦେବେ।
22
ତୁମ୍ଭର ଶତ୍ରୁମାନେ ଲଜ୍ଜାର ପୋଷାକ ପିନ୍ଧିବେ ଓ ଦୁଷ୍ଟ ଲୋକର ଗୃହ ଗୁଡ଼ିକ ଧ୍ୱଂସ ହେବ।”
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
Recommended Reading
Commentary
Job Commentaries
→
Devotional
Job Devotional Guide
→
Get This Bible
Odia Bible ERV (ପବିତ୍ର ବାଇବଲ) Study Bible
→